ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

Spread the love

Spread the loveପୁରୀ: ରାତି ପାହିଲେ ପ୍ରଭୁ ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ଅନୁଷ୍ଠିତ ହେବାକୁ ଯାଉଛି । ସେନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହିତ ଗହଳୀକୁ ନଜରେ ରଖି ଆବଶ୍ୟକ … Read More

ଋଷିକୂଲ୍ୟା ବେଳାଭୂମିରେ ଗଣ ଅଣ୍ଡାଦାନ, ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ

Spread the love

Spread the loveଛତ୍ରପୁର : ଆରମ୍ଭ ହୋଇଯାଇଛି ଅଲିଭ ରିଡଲେଙ୍କ ଅଣ୍ଡାଦାନ । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣ ଗପୋଡ଼ମପେଟା ଗାଁଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡେଲ କଇଁଛ ଅଣ୍ଡାଦାନ ପାଇଁ ଆସୁଥିବା ଦେଖିବାକୁ ମିଳୁଛି … Read More

୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

Spread the love

Spread the loveଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ … Read More

କେନ୍ଦୁଝରରେ ପ୍ରଜାପିତା ବ୍ରହ୍ମକୁମାରୀ କାର୍ଯ୍ୟାଳୟକୁ ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveକେନ୍ଦୁଝର: ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦୁଝର ଶାଖାର ନବନିର୍ମିତ କାର୍ଯ୍ୟାଳୟ ‘ସୁଖ ଶାନ୍ତି ସରୋବର’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁନ୍ଦର, ଅଧ୍ୟାତ୍ମିକ ପୃଥିଵୀର ପରିକଳ୍ପନାକୁ ବାସ୍ତବିକତାର ରୂପ … Read More

ଭୁଶୁଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗର ଛାତ, ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬ରୁ ଅଧିକ ଶ୍ରମିକ

Spread the love

Spread the loveନୂଆଦିଲ୍ଲୀ: ତେଲେଙ୍ଗାନାର ନାଗକୁରନୂ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଶନିବାର ଏଠାରେ ନିର୍ମାଣାଧୀନ ଶ୍ରୀଶୈଲମ ଲେଫ୍ଟ ବ୍ୟାଙ୍କ୍ କେନାଲ (ଏସଏଲବିସି)ର ଏକ ଟେନେଲର କିଛି ଅଂଶ ଭୁଶୁଡ଼ି ପଡ଼ିଛି। ଯାହାର ଭଗ୍ନାବଶେଷ ତଳେ ଫସିଛନ୍ତି ୬ ଶ୍ରମିକ। ସୂଚନା … Read More

ଏମ୍ସ ଭୁବନେଶ୍ୱରରେ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦ୍‌ଘାଟିତ

Spread the love

Spread the loveଭୁବନେଶ୍ୱର: ଯକୃତ(ଲିଭର) ପ୍ରତିରୋପଣ ସେବା ପ୍ରତିଷ୍ଠା କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଯକୃତ ପ୍ରତିରୋପଣ କ୍ଲିନିକ୍ ଉଦଘାଟିତ ହୋଇଯାଇଛି। ଏହା ଉନ୍ନତ ଯକୃତ ଯତ୍ନ କ୍ଷେତ୍ରରେ ଏକ ବିଶେଷ ସଂଭାବନା … Read More

୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ଆରମ୍ଭ

Spread the love

Spread the loveକଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ୨୦୨୫ ଆରମ୍ଭ ହୋଇଛି। ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ (ଗୁଇନ୍ଦା) ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ … Read More

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

Spread the love

Spread the loveନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ … Read More

ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ଖସି ପଡ଼ିଲା ବ୍ୟାଟେରୀ, ଅଧାରେ ଅଟକିଲା ଟ୍ରେନ

Spread the love

Spread the loveସୋର: ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ବ୍ୟାଟେରୀ ଖସିପଡ଼ିଥିବା ସୂଚନା ମିଳିଛି। ଫଳରେ ଏହି ଟ୍ରେନ୍‌‌ଟି ଅଧାରେ ଅଟକି ରହିଛିା ସବିରା ଷ୍ଟେସନ ପାଖରେ ବ୍ୟାଟେରୀ ଖସିପଡ଼ିବାରୁ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଅଟକି ରହିଥିବା ଜଣାପଡ଼ିଛି। ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ … Read More

ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ

Spread the love

Spread the loveଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ … Read More