ପୂର୍ବତନ ମନ୍ତ୍ରୀଙ୍କ ପୁଅ ବିଶାଳ ଦାସ ଥାନାରେ ଅଟକ
Spread the loveଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସ ଥାନାରେ ଅଟକ। ଛତିଶଗଡ଼ ମହାସମୁଦ୍ ଜିଲ୍ଲା ସରେଇପାଲି ଥାନା ପୋଲିସ ବିଶାଳଙ୍କୁ ଅଟକ ରଖିଛି। ଗତକାଲି ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି। ତେବେ … Read More
