କୋରାପୁଟରେ ୪.୪ ତୀବ୍ରତାରେ ଭୂକମ୍ପ, ଘରୁ ବାହାରକୁ ଚାଲି ଆସିଲେ ଲୋକେ

Spread the love

Spread the loveକୋରାପୁଟ: କୋରାପୁଟ ଜିଲ୍ଲାରେ ଗତ ଶନିବାର ରାତି ୧୧.୩୧ ଘଣ୍ଟା ସମୟରେ ୪.୪ ତୀବ୍ରତାରେ ଏକ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏହାର ପ୍ରଭାବରେ କୋରାପୁଟ, ସୁନାବେଢ଼ା, ସେମିଳିଗୁଡା, ପଟାଙ୍ଗି, ନନ୍ଦପୁର, ଦାମନଜୋଡି, ଲମତାପୁଟ , ଜୟପୁର … Read More

ରାସ୍ତାରେ ପଡ଼ିଛି ଯୁବକଙ୍କ ମୃତଦେହ, ପରକୀୟା ପ୍ରୀତିରୁ ହତ୍ୟା!

Spread the love

Spread the loveଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ବାଲିକୁଦା ଥାନା ଅଧୀନରେ ଥିବା ବାହାରଣା ପଞ୍ଚାୟତରେ ଜନତା କୋଠି ଠାରୁ କପିଳା ତୋଟା ରାସ୍ତାମଝିରେ ପଡି ରହିଛି ବିଜୟ କୁମାର ସ୍ଵାଇଁ (୪୦) ଓରଫ ଗୋରାର ମୃତଦେହ। ସୂଚନା ମୁତାବକ, ବିଜୟ ଦିନ … Read More

ଗହଣା ଡକାୟତି, ଗୋଲ୍ଡ ବିସ୍କୁଟ ଓ ବିଦେଶ ଲିଙ୍କ୍: କ୍ରାଇମ ସିଣ୍ଡିକେଟକୁ ଖୋଜୁଛି ୪ ରାଜ୍ୟର ପୁଲିସ

Spread the love

Spread the loveକଟକ: ଚୌଦ୍ୱାର ଜେଲରୁ ଫେରାର ଅପରାଧୀ ରାଜା ସାହାଣୀ ଗିରଫ ପରେ ଭାରତରୁ ବିଦେଶ ଗୋଲ୍ଡ ବିସ୍କୁଟ ଚାଲାଣର ସୁରାକ୍ ପାଇଛି ପୁଲିସ। ଖାସ୍ ସେଥିପାଇଁ ବ୍ୟାଙ୍କ ଡକାୟତିରୁ ଗହଣା ସୋ ରୁମ୍ ଡକାୟତି ପାଇଁ ଫୋକସ୍ କରୁଥିଲା। … Read More

ଓଡ଼ିଆ ଅସ୍ମିତା ପାଇଁ ଦୌଡ଼: ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ ଅନୁଷ୍ଠିତ

Spread the love

Spread the loveଭୁବନେଶ୍ବର: ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ଅବସରରେ ପଞ୍ଚମ ଦିବସରେ ଆଜି ରାଜଧାନୀର ଐତିହାସିକ ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ଗଣଦୌଡ଼’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳ ୫:୩୦ ମିନିଟରେ ସ୍ଥାପତ୍ୟର … Read More

ସ୍ନାତକମାନେ ଚାକିରି ଖୋଜିବା ଅପେକ୍ଷା ନିଯୁକ୍ତି ସୃଷ୍ଟିକାରୀ ହୁଅନ୍ତୁ: ରାଜ୍ୟପାଳ

Spread the love

Spread the loveଭୁବନେଶ୍ୱର: ସ୍ନାତକମାନେ ଚାକିରି ଖୋଜିବା ଅପେକ୍ଷା ନିଯୁକ୍ତି ସୃଷ୍ଟିକାରୀ ହେବାକୁ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଆହ୍ଵାନ ଜଣାଇଛନ୍ତି। ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍‍ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ) ସମ୍ବଲପୁରର ଦଶମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ସେ ଆଜି ଯୋଗଦେଇ ଭାରତରେ … Read More

ଓଡ଼ିଆ ନାମଫଳକ ପ୍ରଦର୍ଶନ ପାଇଁ ସଚେତନତା ପଦଯାତ୍ରା ଅନୁଷ୍ଠିତ

Spread the love

Spread the loveଭୁବନେଶ୍ୱର: ୧ ଏପ୍ରିଲ ‘ଓଡ଼ିଶା ଦିବସ’ ରୁ ୧୪ ଏପ୍ରିଲ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ସାରା ରାଜ୍ୟରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳନ କରାଯାଉଛି। ଏହି ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ସମସ୍ତ ଦୋକାନ … Read More

ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର : ଚଳିତ ମାସ ୧ ତାରିଖ ଠାରୁ ରାଜ୍ୟରେ ଓଡ଼ିଆ ପକ୍ଷ ଜାରି ଥିଲା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଛୋଟଛୋଟ ପିଲାମାନଙ୍କୁ ଖଡ଼ି ଛୁଆଁଇଛନ୍ତି। ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ … Read More

୫୨ ଗ୍ରାମ ବ୍ରାଉନସୁଗାର ସହ ୬ଟି ଗାଡ଼ି-ନଗଦ ଟଙ୍କା ଜବତ, ୨ ଗିରଫ

Spread the love

Spread the loveଜଙ୍କିଆ: ଖୋର୍ଦ୍ଧାଜିଲ୍ଲା ଜାନକିଆ ଥାନା ଅନ୍ତର୍ଗତ ହାଜ ପଞ୍ଚାୟତ ଅଫିସ ନିକଟସ୍ଥ ଶାଗୁଆନ ଜଙ୍ଗଲରେ ପୁଲିସ ଏକ ବଡ଼ଧରଣର ନିଶା କାରବାରକୁ ପଣ୍ଡ କରିଦେଇଛି। ଏହି ଚଢ଼ାଉରେ ପୁଲିସ ପ୍ରାୟ ୫୨ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରିବା … Read More

ପଶ୍ଚିମ ଏସିଆ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ପୁଅଙ୍କ ଡ୍ରୋନ୍ ବ୍ୟବସାୟକୁ ନେଇ ବିବାଦ

Spread the love

Spread the loveୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦୁଇ ପୁଅ ଏରିକ୍ ଟ୍ରମ୍ପ ଓ ଡୋନାଲ୍ଡ ଟ୍ରମ୍ପ ଜୁନିଅରଙ୍କ ସହାୟତାରେ ଫ୍ଲୋରିଡା ଭିତ୍ତିକ ଡ୍ରୋନ୍ ଷ୍ଟାର୍ଟଅପ୍ ”ପାୱାରସ୍” ବର୍ତ୍ତମାନ ପଶ୍ଚିମ ଏସିଆରେ ଚାଲିଥିବା ଘମାଘୋଟ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଉପସାଗରୀୟ … Read More

ଇସଲାମାବାଦ ଯିବାକୁ କେବେ ମନା କରିନାହିଁ : ଇରାନ ବିଦେଶ ମନ୍ତ୍ରୀ

Spread the love

Spread the loveତେହେରାନ: ପାକିସ୍ତାନ ଯାଇ ଆମେରିକା ସହିତ କୌଣସି ଆଲୋଚନା କରିବାକୁ ଇରାନ ଚାହୁ ନଥିବା ରିପୋର୍ଟ ମଧ୍ୟରେ ଶନିବାର ଇରାନ ବିଦେଶ ମନ୍ତ୍ରୀ ଅବାସ ଅରାଘଚି ସ୍ପଷ୍ଟ ମତ ରଖିଛନ୍ତି। ଇସଲାମାବାଦ ଯାଇ ମଧ୍ୟସ୍ଥତା ଆଲୋଚନା କରିବାକୁ ତାଙ୍କ … Read More