କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ତଥ୍ୟ ଅନୁସନ୍ଧାନ କମିଟି ଗଠନ କଲେ ରାଜ୍ୟ ସରକାର

Spread the love

Spread the loveଭୁବନେଶ୍ବର: କିଟ୍ ବିଶ୍ବବିଦ୍ୟାଳୟରେ ରବିବାର ରାତିରେ ନେପାଳର ନିବାସୀ ତଥା ଇଂଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍‌ସା(୧୯)ଙ୍କ ମୃତ୍ୟୁ ନେଇ ରାଜ୍ୟ ସରକାର ଆଜି ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଜଣେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ବରେ … Read More

ଜମିର ହେବ ନିର୍ଭୁଲ୍ ସର୍ଭେ; ଶୁଭାରମ୍ଭ ହେଲା ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’

Spread the love

Spread the loveଖୋର୍ଦ୍ଧା: ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ଆଦି ଓଡ଼ିଶାର ଚାରୋଟି ସହରରେ ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ ‘ନକ୍ସା’। ଦେଶର ୧୫୨ ଟି ସହରରେ ଏ ଯୋଜନା ଆରମ୍ଭ ହୋଇଥିବା ବେଳେ ଓଡ଼ିଶାର ୪ଟି ସହରକୁ ନିଆଯାଇଛି। … Read More

ୟୁକ୍ରେନ ବିନା କରାଯାଇଥିବା ବୁଝାମଣାକୁ ମାନିବୁ ନାହିଁ : ଜେଲେନସ୍କି

Spread the love

Spread the loveକିବ୍ : ଋଷ ଓ ୟୁକ୍ରେନ ମଧ୍ୟରେ ଗତ କିଛି ବର୍ଷ ଧରି ଚାଲିଥିବା ଯୁଦ୍ଧକୁ ବନ୍ଦ କରିବା ଏବଂ ଅସ୍ତ୍ରବିରତି ଚୁକ୍ତିକୁ କାର୍ଯ୍ୟକାରୀ କରିବା ପାଇଁ ମଙ୍ଗଳବାର (ଫେବୃଆରୀ ୧୮) ସାଉଦି ଆରବର ରିୟାଦରେ ରୁଷ୍ ଏବଂ … Read More

ରାଜ୍ୟର ୨ ହଜାରରୁ ଅଧିକ ଗାଁକୁ ରାସ୍ତା ନାହିଁ: ମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର: ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ । ଏହି ସମୟରେ, ମଙ୍ଗଳବାର ପୂର୍ବ ସରକାର ଉପରେ ବର୍ଷିଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଯେ, ପୂର୍ବ ସରକାର ଯୋଉ … Read More

ବିଧାନସଭାରେ କିଟ୍ ପ୍ରସଙ୍ଗ: ତାତିଲେ ବିଧାୟକ

Spread the love

Spread the loveଭୁବନେଶ୍ବର: ଆଜି ବିଧାନସଭାରେ ଶୂନ୍ୟକାଳରେ କିଟ୍ ତାତି ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗ ଉଠାଇଛନ୍ତି ବିଜେପି ବିଧାୟକ ବାବୁ ସିଂ। ସେ କିଟ୍ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରିବାକୁ ବାଚସ୍ପତିଙ୍କ ନିକଟରେ ଦାବି କରିଛନ୍ତି। ବାବୁ … Read More

ମହାକୁମ୍ଭ ନଦୀରୁ ମିଳିଲା ମଣିଷ ଓ ପଶୁ ମଳରେ ଥିବା ଜୀବାଣୁ

Spread the love

Spread the loveଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ। ସେଠାରେ ଥିବା ନଦୀର ଏକାଧିକ ସ୍ଥାନରେ କୋଟି କୋଟି ଲୋକ ପୁଣ୍ୟ ଅର୍ଜନ କରିବା ଆଶାରେ ବୁଡ଼ ପକାଉଛନ୍ତି। ହେଲେ ଲୋକମାନେ ବୁଡ଼ ପକାଉଥିବା ନଦୀର ପାଣିରୁ ମିଳିଛି ମଣିଷ ଓ … Read More

କ୍ଷମା ମାଗିଲା କିଟ୍, ଆନ୍ଦୋଳନ ବେଳେ ଦୁର୍ବ୍ୟବହାର ପାଇଁ ୩ କର୍ମଚାରୀ ନିଲମ୍ବିତ

Spread the love

Spread the loveଭୁବନେଶ୍ଵର: କିଟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କୁ ଦୁର୍ବ୍ୟବହାରକୁ ନେଇ କ୍ଷମା ମାଗିଛନ୍ତି କିଟ୍ କୁଳପତି ପ୍ରଫେସର ଶରଣଜିତ୍ ସିଂ । ଘଟଣାରେ ଦୁଇ ଜଣ ହଷ୍ଟେଲ ଅଧିକାରୀ ଓ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ … Read More

ପୁଣି ଖଣ୍ଡ ଖଣ୍ଡ ହେବ ପାକିସ୍ତାନ : ମୌଲାନା ଫଜଲୁର

Spread the love

Spread the loveଇସଲାମାବାଦ: ଇସଲାମିକ ଧର୍ମଗୁରୁ ତଥା ପାକିସ୍ତାନୀ ସାଂସଦ ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ୧୯୭୧ ମସିହାର ବିଭାଜନ କଥା ମନେ ପକାଇ ଦେଇଛନ୍ତି, ଯେତେବେଳେ ପୂର୍ବ ପାକିସ୍ତାନ ଭାଙ୍ଗି ବାଂଲାଦେଶ ହୋଇଯାଇଥିଲା। ସେ କହିଛନ୍ତି ଯେ ବେଲୁଚିସ୍ତାନ ପାକିସ୍ତାନରୁ … Read More

ରାଜ୍ୟ କଂଗ୍ରେସର ‘ସଂକଳ୍ପ ପଦଯାତ୍ରା

Spread the love

Spread the loveଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ମଙ୍ଗଳବାର ଦିନ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ଏକ ‘ସଂକଳ୍ପ ପଦଯାତ୍ରା’ ଆରମ୍ଭ କରିଛି। ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଏହି ପଦଯାତ୍ରା ଆରମ୍ଭ ହୋଇଥିଲା ବେଳେ ତୃଣମୂଳ … Read More

ପୁଅର ଶାବଳ ମାଡ଼ରେ ବାପାର ମୃତ୍ୟୁ

Spread the love

Spread the loveବାସୁଦେବପୁର: ବୁଢ଼ା ବୟସରେ ମୋତେ ଏ କି ଯନ୍ତ୍ରଣା ଦେଲ ଭଗବାନ ? ମୁଁ ତ କିଛି ଭୁଲ କରି ନଥିଲି । ପୁଅ ଜନ୍ମ କରିଥିଲି । ପୁଅ ଜନ୍ମ କରିବା କଣ ପାପ ଥିଲା କି ମୋର … Read More