୨୦୨୫-୨୬ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍

Spread the love

Spread the loveଭୁବନେଶ୍ଵର: ମୋହନ ସରକାର ତାଙ୍କ ଦ୍ବିତୀୟ ବଜେଟ୍ ଆଜି ବିଧାନସଭାରେ ଉପସ୍ଥାପନ କରିଛନ୍ତି । ବିଧାନସଭାରେ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ କରିଛନ୍ତି । ଆସନ୍ତୁ … Read More

ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଥିବା ଏକ ଶିବିରରେ ଅଗ୍ନିକାଣ୍ଡ

Spread the love

Spread the loveଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି … Read More

୧୨ ହସ୍ପିଟାଲରରେ ନାହିଁ ଆଇସିୟୁ ବ୍ୟବସ୍ଥା: ସ୍ବାସ୍ଥ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ରାଜ୍ୟର ୩୨ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ଆଇସିୟୁ ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି । ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ଆଇସିୟୁ ନିମାଣାଧୀନ ରହିଛି । ଏପ୍ରିଲରୁ କୋରାପୁଟ … Read More

ଭିଜିଲାନ୍ସ ଜାଲରେ କିରାଣି, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ

Spread the love

Spread the loveସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ରାଜସ୍ୱ ବିଭାଗ କିରାଣୀ ।  ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ ।  ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ତହସିଲ ଅଫିସ ଜୁନିୟର କିରାଣି ଗୋଲକ ନାୟକ ଏକ ଜମି ଚିହ୍ନଟ … Read More

ପୂର୍ବତନ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଘଟଣା: ଗୃହରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ବହୁ ଚର୍ଚ୍ଚିତ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ଆଜି ଗୃହରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହରେ ଲିଖିତ ଉତ୍ତର ରଖି ଏହି ଘଟଣାରେ ଏଯାଏଁ କୌଣସି … Read More

କିଟ୍ ରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା

Spread the love

Spread the loveଭୁବନେଶ୍ୱର : କିଟ୍ ରେ ତୃତୀୟ ବର୍ଷ ବିଟେକ୍‍ ପଢ଼ୁଥିବା ଜଣେ ନେପାଳ ଛାତ୍ରୀ ରବିବାର ହଷ୍ଟେଲରେ ଜୀବନ ହାରିଥିଲେ  ।  ଏନେଇ ଗଣାମାଧ୍ୟମରେ ସୂଚନା ଦେଇଛନ୍ତି କୁଳ ସଚିବ ଜ୍ଞାନ ରଞ୍ଜନ ମହାନ୍ତି  । ଛାତ୍ରୀଙ୍କ ସହ କିଟରେ … Read More

ଗାଜା ଛାଡିବାକୁ ନିଷ୍ପତ୍ତି ନେଲା ହମାସ: ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ କ୍ଷମତା ହସ୍ତାନ୍ତର କରିବାକୁ ଘୋଷଣା

Spread the love

Spread the loveଗାଜା: ହମାସ ପାଲେଷ୍ଟାଇନର ଗାଜା ଷ୍ଟ୍ରିପକୁ ପାଲେଷ୍ଟାଇନୀ କର୍ତ୍ତୃପକ୍ଷ (ପିଏ)କୁ ହସ୍ତାନ୍ତର କରିବାକୁ ରାଜି ହୋଇଛି। ସ୍କାଏ ନ୍ୟୁଜ୍ ଆରବିୟାର ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ପିଏ ହେଉଛି ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତିପ୍ରାପ୍ତ ପାଲେଷ୍ଟାଇନ ସରକାର। ଏହା … Read More

ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା

Spread the love

Spread the loveପୁରୀ :  ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା ।  ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା । ଏନଏଚ୍ ଓ … Read More

କର୍ମଚାରୀଙ୍କୁ ୧୪ କୋଟି ଟଙ୍କା ବୋନସ୍‌

Spread the love

Spread the loveନୂଆଦିଲ୍ଲୀ:  କୋଏମ୍ବାଟୁରର ଏକ ଏଆଇ ଷ୍ଟାର୍ଟଅପ୍‌ କମ୍ପାନୀ ବର୍ତ୍ତମାନ ବେଶ୍‌ ଚର୍ଚ୍ଚାରେ ରହିଛି। କୋଭାଇ.କୋ ନାମକ ଏହି କମ୍ପାନୀ ନିଜର ୧୪୦ଜଣ କର୍ମଚାରୀଙ୍କୁ ବୋନସ ବାବଦରେ ୧୪ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି। ଏହି କମ୍ପାନୀ ବିବିସି, … Read More

ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ

Spread the love

Spread the loveଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ … Read More