ଏନକାଉଣ୍ଟରରେ ୪ ନକ୍ସଲ ସଫା
Spread the loveସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା। ଏନ୍କାଉଣ୍ଟରରେ ଟଳିଲେ ୪ ମାଓବାଦୀ। ମାଲକାନଗିରି ସୀମାନ୍ତ ଝତିଶଗଡ଼ର ଅବୁଝମାଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଛତିଶଗଡ଼ର ଦନ୍ତେବାଡ଼ା ଓ ନାରାୟଣପୁର ଜିଲ୍ଲା ସୀମାରେ ଥିବା ଅବୁଝମାଡ଼ ଜଙ୍ଗଲରେ … Read More
