ହସ୍ପିଟାଲରେ ଅଗ୍ନିକାଣ୍ଡ, ରୋଗୀ ସୁରକ୍ଷିତ
Spread the loveଚେନ୍ନାଇ: ତାମିଲନାଡୁସ୍ଥିତ ରାମନାଥପୁରମ୍ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ। ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏଥିରେ କେହି ମୃତାହତ ହୋଇନାହାନ୍ତି । ହସ୍ପିଟାଲରେ ଥିବା ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି। ସର୍ଟ ସର୍କିଟ୍ … Read More
