ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସରକାରୀ ଡ୍ରାଇଭିଂ ଟ୍ରେନିଂ ସ୍କୁଲର ପୂର୍ବତନ ଅଧ୍ୟକ୍ଷଙ୍କୁ ୩ ବର୍ଷ ଜେଲ
Spread the love ଭୁବନେଶ୍ୱର : ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭୁବନେଶ୍ୱର ସରକାରୀ ଡ୍ରାଇଭିଂ ଟ୍ରେନିଂ ସ୍କୁଲର ପୂର୍ବତନ ଅଧ୍ୟକ୍ଷ ପ୍ରଭାକର ବେହେରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଭୁବନେଶ୍ୱରସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ତାଙ୍କୁ ୩ ବର୍ଷ କାରାଦଣ୍ଡ … Read More
