ଆସନ୍ତାକାଲି ଭଦ୍ରକ ଜିଲ୍ଲାର ୧୩୯ ସ୍କୁଲ ବନ୍ଦ
Spread the love ଭଦ୍ରକ: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାର ୧୩୯ଟି ସ୍କୁଲକୁ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସୂଚନା ଅନୁଯାୟୀ, … Read More
