ହୀରାକୁଦରେ ବଢୁଛି ବନ୍ୟାଜଳ ପରିମାଣ, ଖୋଲିଲା ଆଉ ୫ଟି ଗେଟ୍
Spread the loveବୁର୍ଲା : ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ … Read More
