ପୁରୁଣା ପେନସନ ଲାଗୁ ଦାବି ନେଇ ଗାନ୍ଧିମାର୍ଗରେ ଶତାଧିକ ଶିକ୍ଷକଙ୍କ ଧାରଣା

Spread the love

Spread the loveଭୁବନେଶ୍ୱର : ବର୍ଷାରେ ଭିଜି ଗାନ୍ଧିମାର୍ଗରେ ଶତାଧିକ ଶିକ୍ଷକଙ୍କ ଗଣଧାରଣା। ଏକାଧିକ ଦାବି ନେଇ ଧାରଣାକୁ ଓହ୍ଲାଇଛି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି । ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ-କର୍ମଚାରୀଙ୍କ ବିଭିନ୍ନ ଦାବି ନେଇ … Read More

କେନ୍ଦୁଝର ଜିଲ୍ଲାରେ ଆସନ୍ତାକାଲି ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ, ପ୍ରବଳ ବର୍ଷା ନେଇ ସତର୍କ ସୂଚନା

Spread the love

Spread the love କେନ୍ଦୁଝର : କେନ୍ଦୁଝର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ନେଇ ଘୋଷଣା କରାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିବା ପରେ ଜିଲ୍ଲାପାଳ … Read More

ମାଡ଼ିଆସିଲା ବନ୍ୟା ପାଣି, ସ୍କୁଲରେ ଫସିଲେ ୩୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ

Spread the love

Spread the love କେନ୍ଦ୍ରାପଡ଼ା : ହଠାତ ମାଡ଼ିଆସିଲା ବନ୍ୟା ପାଣି ।  ସ୍କୁଲ ଘରେ ଫସିଗଲେ ୩୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ।  କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ କୁଳସାହି ଆବାସିକ ବିଦ୍ୟାଳୟରେ ଫସିରହିନ୍ତି ଛାତ୍ରଛାତ୍ରୀ ।  ବ୍ରାହ୍ମଣୀ ନଦୀରେ ହଠାତ ବନ୍ୟାପାଣି ଆସିବା କାରଣରୁ … Read More

ବନ୍ୟା ଓ ବର୍ଷା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

Spread the love

Spread the loveଭୁବନେଶ୍ୱର : ୩ ଦିନ ବଡ଼ ବର୍ଷା ।  ଆଜିଠୁ ଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।  ଏଥିପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ଏନେଇ … Read More

ପୋଲ ଉପରେ ବନ୍ୟାପାଣି, ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁପୁତ୍ର

Spread the love

Spread the loveଦେବଗଡ଼: ଦେବଗଡ଼ରେ ପୋଲ ଉପରେ ଆଣ୍ଠୁଏ ପାଣି । ଅଧାରେ ଅଟକିଲା ଆମ୍ବୁଲାନ୍ସ । ଗର୍ଭବତୀଙ୍କୁ ବୋହି ଟାଙ୍କୁଜୁରା ନାଳ ଅତିକ୍ରମ କଲେ ପରିବାର ଲୋକେ । ବାରକୋଟ ବ୍ଲକ କାଳିଆପାଳ ଗାଁର ଘଟଣା । ଆମ୍ବୁଲାନ୍ସ ଭିତରେ ଶିଶୁପୁତ୍ରକୁ … Read More

ଜମି ବିବାଦକୁ ନେଇ RIଙ୍କୁ ମରଣାନ୍ତକ ଆକ୍ରମଣ

Spread the love

Spread the loveପିପିଲି: ପୁରୀ ଜିଲ୍ଲା ମାଟିଆପଡା RI ଆଶୁତୋଷ ସାହୁଙ୍କୁ ମରଣାନ୍ତକ ଆକ୍ରମଣ । ପିପିଲି ଆଠବାଟିଆରେ କିଛି ଦୁବୃତ୍ତ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଜମି ବାଡ଼ି ବିବାଦ ଓ ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା … Read More

ରେଙ୍ଗାଳି ଡ୍ୟାମରେ ବଢୁଛି ଜଳସ୍ତର, ତଳିଆ ଅଞ୍ଚଳବାସୀ ସତର୍କ ରହିବାକୁ ପରାମର୍ଶ

Spread the love

Spread the loveକଣିହା: ରେଙ୍ଗାଳି ଡ୍ୟାମରେ ବଢୁଛି ଜଳସ୍ତର । ଏବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ ଜୁଲାଇ ୩୦ରେ ଗୋଟିଏ ଗେଟ୍ ଖୋଲାଯାଇ ଥିବାବେଳେ ଗଚ୍ଛିତ ଜଳରାଶି ୧୨୨.୩୦ ମିଟର ଥିଲା । ଡ୍ୟାମର ଉପର ପାଖରୁ ପ୍ରତି ସେକେଣ୍ଡ ପିଛା … Read More

ବନ୍ୟା ମୁକାବିଲା ପାଇଁ ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲ୍ଲା ଦାୟିତ୍ୱ

Spread the love

Spread the love ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ନଜରରେ ରଖି ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲ୍ଲା ପାଇଁ ୩ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ଅଧିକାରୀମାନେ ସମ୍ପୃକ୍ତ ଜିଲ୍ଲାକୁ ତୁରନ୍ତ … Read More

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଅବସର ନେଲେ ୱାଇ.ବି. ଖୁରାନିଆ

Spread the love

Spread the loveକଟକ: ଓଡ଼ିଶା ପୁଲିସର ଡିଜିପି ପଦରେ ପରିବର୍ତ୍ତନ ହୋଇଛି। ଡିଜିପି ୱାଇ.ବି. ଖୁରାନିଆ ରବିବାର ଚାକିରିରୁ ଅବସର ନେବା ପରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଅନ୍ତରୀଣ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଅପରାହ୍ନରେ … Read More

ବଢୁଛି ବୈତରଣୀ ଜଳସ୍ତର, ବନ୍ଧ ଉପରେ ଆଶ୍ରୟ ନେଲେ ବିପନ୍ନ ପରିବାର

Spread the love

Spread the loveଭଦ୍ରକ: ବଢୁଛି ବୈତରଣୀ ନଦୀର ଜଳସ୍ତର। ବୈତରଣୀରେ ଚତୁର୍ଥ ଥର ବନ୍ୟା ଆସିଛି। ଆଖୁଆପଦା ଠାରେ ବିପଦ ସଂକେତ ଅତିକ୍ରମ କଲା ବନ୍ୟା ଜଳ। ଆଖୁଆପଦାଠାରେ ବିପଦ ସଂକେତ ୧୮.୩୩ ମିଟର ଥିବାବେଳେ ଏବେ ୧୮.୩୫ ମିଟର ଉପରେ … Read More