ବିପଦ ସଙ୍କେତ ଉପରେ ଜଳକା, କମୁଛି ସୁବର୍ଣ୍ଣରେଖା ଜଳସ୍ତର

Spread the love

Spread the loveଜଳେଶ୍ବର: କମୁଛି ସୁବର୍ଣ୍ଣରେଖା, ବଢୁଛି ଜଳକା । ଉପର ମୁଣ୍ତରେ ପ୍ରବଳ ବର୍ଷା ଏବଂ ଝାଡଖଣ୍ତ ଗାଲୁଡିହି ବ୍ଯାରେଜରୁ ପାଣି ଛଡା ଯିବା ଯୋଗୁ ସୁବର୍ଣ୍ଣରେଖା ଜଳସ୍ତର ବଢିଥିଲା । ଏବେ ଜଳସ୍ତର ହ୍ରାସ ପାଇ ବିପଦ ସଙ୍କେତ ତଳେ … Read More

ସୁଧାଂଶୁଙ୍କୁ ମିଳିବ ବୀରତ୍ବ ସେନା ପଦକ

Spread the love

Spread the love ଜୁନାଗଡ଼: କଳାହାଣ୍ଡିର ଯୋଗ୍ୟ ପୁତ୍ର ମେଜର ସୁଧାଂଶୁ ପାଣି ବୀରତ୍ବ ସେନାପଦକ ପାଇଁ ରାଷ୍ଟ୍ରପତିଙ୍କ ଦ୍ଵାରା ମନୋନୀତ ହେଇଛନ୍ତି। ଏହି ଖବର ପ୍ରଚାରିତ ହେବା ମାତ୍ରେ ଜିଲାରେ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳିଯାଇଛି। ସୂଚନାଯୋଗ୍ୟ ଗତ … Read More

ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

Spread the love

Spread the loveପୁରୀ: ସୋମବାର ଦିନ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ପୁରୀର ଶ୍ରୀଜଗନ୍ନାଥ ମନ୍ଦିରରେ ଚାରି ଘଣ୍ଟା ପାଇଁ ସାର୍ବଜନୀନ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ରବିବାର … Read More

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୨୧ ଯାଏ ଜାରି ରହିବ ପ୍ରବଳ ବର୍ଷା

Spread the love

Spread the loveଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରବିବାର ପ୍ରତ୍ୟୁଷରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରାୟ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ … Read More

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ରାଷ୍ଟ୍ରପତିଙ୍କ ବାର୍ତ୍ତା: ଆତଙ୍କବାଦ ବିରୋଧୀ ଲଢ଼େଇ ଓ ନ୍ୟାୟପାଳିକା ଉପରେ ଗୁରୁତ୍ୱାରୋପ

Spread the love

Spread the loveନୂଆଦିଲ୍ଲୀ: ସାରା ଦେଶ ଏବେ ୮୦ତମ ସ୍ୱାଧୀନତା ଦିବସ ପାଳନର ଉତ୍ସବରେ ମସଗୁଲ ଥିବାବେଳେ, ଏହି ପବିତ୍ର ଅବସରର ଠିକ୍ ପୂର୍ବସନ୍ଧ୍ୟାରେ ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ମହତ୍ତ୍ୱପୂର୍ଣ୍ଣ ବାର୍ତ୍ତା … Read More

ଭାରତ ଆସିବେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ

Spread the love

Spread the loveନୂଆଦିଲ୍ଲୀ : ଭାରତ ଆସିବେ ଇରାନ ରାଷ୍ଟ୍ରପତି ପେଜେଶକିୟାନ। ପଶ୍ଚିମ ଏସିଆରେ ଆମେରିକା ସହିତ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ … Read More

ଡ୍ରୋନ୍‌ ଉପରେ ୧୦୦% ଶୁଳ୍କ ଲଗାଇଲା ଆମେରିକା

Spread the love

Spread the loveନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ଼ ଡ୍ରୋନ୍‌ ଆମଦାନି ଉପରେ ୧୦୦ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି। ରାଷ୍ଟ୍ରୀୟ ସୁରକ୍ଷା ଓ ଚୀନ୍‌ କମ୍ପାନିଠାରୁ ଦୂ‌ରରେ ରହିବା ଏବଂ ବିଦେଶୀ ଦେଶ ଉପରେ ନିର୍ଭରଶୀଳତା କମ୍‌ କରିବା ଲକ୍ଷ୍ୟ … Read More

ବାଂଲାଦେଶରେ ବିଦ୍ୟୁତ୍ ସଙ୍କଟ, ସହାୟତା ପାଇଁ ଭାରତର ଦ୍ୱାରସ୍ଥ

Spread the love

Spread the love ନୂଆଦିଲ୍ଲୀ : ବାଂଲାଦେଶରେ ଭୟଙ୍କର ବିଦ୍ୟୁତ୍ ସଙ୍କଟ ।  ଘଣ୍ଟା ଘଣ୍ଟା ଅନ୍ଧାରରେ ଦେଶ ।  ସହାୟତା ପାଇଁ ଭାରତର ଦ୍ୱାରସ୍ଥ ହେଲା ଢାକା । ବାଂଲାଦେଶ ଏହାର ସବୁଠାରୁ ବଡ଼ ଏବଂ ଗମ୍ଭୀର ବିଦ୍ୟୁତ୍ ସଙ୍କଟର ସାମ୍ନା … Read More

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

Spread the love

Spread the loveନୂଆଦିଲ୍ଲୀ : ଭାରତର କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଶୁକ୍ରବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ନୂଆଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର … Read More

୨୦୨୭ ଜନଗଣନାରେ ହେବ ଡିଜିଟାଲ୍ ସର୍ଭେ !

Spread the love

Spread the loveନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ ଟି ପ୍ରଶ୍ନ ଚିହ୍ନଟ କରିଛନ୍ତି । ଏହାରି ମଧ୍ୟରେ ଲୋକମାନଙ୍କୁ ସେମାନଙ୍କର ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି (ST), ଜାତି ଏବଂ COVID-19 ଟୀକାକରଣ ସ୍ଥିତି … Read More