ଗୋଟିଏ ଦିନରେ ୫ଟି ବନ୍ଦେ ଭାରତ ଟ୍ରେନର ଉଦଘାଟନ କରିବେ ମୋଦୀ

Spread the love

Spread the loveନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ଭାରତୀୟ ରେଳ ଦେଶରେ ଏକାସାଙ୍ଗରେ ୫ଟି ବନ୍ଦେ ଭାରତ ଟ୍ରେନର ଉଦଘାଟନ କରିବାକୁ ନିଷ୍ପତ୍ତି ନେଇଛି । ଏହି ୫ଟି ବନ୍ଦେ ଭାରତ ଟ୍ରେନର ରୁଟ୍ ସ୍ଥିର କରାଯାଇଛି ଏବଂ ଉଦଘାଟନ ତାରିଖ … Read More

କାଲି ସନ୍ଧ୍ୟା ବେଳେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ବିପର୍ଯ୍ୟୟ, ୪୫ ହଜାର ଲୋକ ସ୍ଥାନାନ୍ତର

Spread the love

Spread the loveଅହମ୍ମଦାବାଦ : ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ଆସନ୍ତାକାଲି ସନ୍ଧ୍ୟା ବେଳେ ଗୁଜରାଟର କଚ୍ଛ ଜିଲ୍ଲା ଅନ୍ତର୍ଗତ ଜଖୌ ପୋର୍ଟ ନିକଟରେ ଲ୍ୟାଣ୍ତଫଲ କରିବ। ଲ୍ୟାଣ୍ଡଫଲ ବେଳେ ବିପର୍ଯ୍ୟୟ ଅତି ଭୀଷଣ ବାତ୍ୟାର ରୂପରେ ରହିଥିବ। … Read More

ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର/ପୁରୀ: ମହାପ୍ରଭୁ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ। ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହି ଥାଏ। ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରଥଯାତ୍ରା ତୃତୀୟ … Read More

ପାଚିକା-ସହାୟିକାଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି କରୁଥିବା ରାଜ୍ୟର କ୍ଷମତାସୀନ ବିଜେଡି ସରକାର ଆଜି ରାଜ୍ୟର ପ୍ରାଥମିକ ସ୍କୁଲଗୁଡ଼ିକରେ ମଧ୍ୟାହ୍ନଭୋଜନ ଦାୟିତ୍ୱରେ ନିୟୋଜିତ ପାଚିକା ଓ ସହାୟିକାଙ୍କୁ ଶାଢ଼ୀ ଭତ୍ତା ବାଣ୍ଟିଛନ୍ତି । ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ … Read More

ପୂର୍ବବର୍ଷ ଭଳି ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ: ପୁଲିସ ମହାନିର୍ଦ୍ଦେଶକ

Spread the love

Spread the loveପୁରୀ: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଖେଇ ଆସୁଛି। ଆଉ ୬ ଦିନ ପରେ ଅର୍ଥାତ ଆସନ୍ତା ୨୦ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା ଅନୁଷ୍ଠିତ ହେବ। ଏଥି ପାଇଁ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ … Read More

ବାହାନଗା ଟ୍ରେନ ଟ୍ରାଜେଡି: ତଦନ୍ତର ସପ୍ତାହକ ପରେ ସନ୍ଦିଗ୍ଧଙ୍କ ବିରୋଧରେ ଠୋସ ପ୍ରମାଣ ମିଳିଛି

Spread the love

Spread the loveବାହାନଗା ଟ୍ରେନ ଟ୍ରାଜେଡିର କାରଣ ଖୋଜୁଛି ସିବିଆଇ। ତଦନ୍ତର ସପ୍ତାହକ ପରେ ସନ୍ଦିଗ୍‌ଧଙ୍କ ବିରୋଧରେ ଠୋସ ପ୍ରମାଣ ପାଇଥିବା କୁହାଯାଇଛି। ଷ୍ଟେସନର ଆସିଷ୍ଟାଣ୍ଡ ମ୍ୟାନେଜର ଓ ସିଗ୍‌ନାଲ ଇନ୍‌ଚାର୍ଜଙ୍କୁ ମାରାଥନ ଜେରା କରି ବହୁ ତଥ୍ୟ ସିବିଆଇ ହାସଲ … Read More

ବାର୍‌ରେ ବିଳମ୍ବିତ ରାତିରେ ଗଣ୍ଡଗୋଳ ଘଟଣା: ମ୍ୟାନେଜରଙ୍କ ସମେତ ୧୦ ଗିରଫ

Spread the love

Spread the loveଭୁବନେଶ୍ଵର: ସ୍ଥାନୀୟ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଭେନସ୍ ବାରରେ ବିଳମ୍ବିତ ରାତିରେ ଗଣ୍ଡଗୋଳ ଘଟଣାରେ ୧୦ଜଣଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ପୁଲିସ । ବିଳମ୍ବିତ ରାତିରେ ଗଣ୍ଡଗୋଳ ସମୟର ଭିଡିଓ ସମ୍ନାକୁ ଆସିବା ପରେ ଆକ୍ସନ ମୋଡରେ କମିସନରେଟ … Read More

ବିପର୍ଯ୍ୟୟ ପରିଚାଳନା ପାଇଁ ୮ ହଜାର କୋଟି ଟଙ୍କାର ଯୋଜନା

Spread the love

Spread the loveଗୋଟିଏ ପଟେ ବାତ୍ୟା ବିପର୍ଯ୍ୟୟ ବଳ ଗୋଟାଇ ସ୍ଥଳ ଭାଗକୁ ଆସୁଥିବା ବେଳେ ଅନ୍ୟପଟେ ବିପର୍ଯ୍ୟୟ ପରିଚାଳନା ପାଇଁ ୩ଟି କାର୍ଯ୍ୟକ୍ରମର ଘୋଷଣା କରାଯାଇଛି। ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ଜୁନ ୧୫ ତାରିଖରେ ଗୁଜରାଟରେ … Read More

‘ବିପର୍ଯ୍ୟୟ’ ବାତ୍ୟା ମଧ୍ୟରେ ସମୁଦ୍ର ଭିତରେ ଫସିରହିଥିବା ୫୦ ଜଣଙ୍କୁ ଉଦ୍ଧାର କଲା କୋଷ୍ଟଗାର୍ଡ

Spread the love

Spread the loveଅହମ୍ମଦାବାଦ : ଅତି ଭୀଷଣ ସାମୁଦ୍ରିକ ବାତ୍ୟା ବିପର୍ଯ୍ୟୟ ଗୁଜରାଟ ଉପକୂଳ ଆଡ଼କୁ ମାଡ଼ି ଆସୁଥିବାବେଳେ ସମୁଦ୍ର ଭୀଷଣ ଆଶାନ୍ତ ରହିଛି । ଏପରି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ତଟରକ୍ଷୀ ବାହିନୀ ବା କୋଷ୍ଟଗାର୍ଡ ଏକ ସାହସିକ ଅପରେସନ … Read More

କୃଷକ ଆନ୍ଦୋଳନ ଯୋଗୁଁ ଦିଲ୍ଲୀ-ଚଣ୍ଡିଗଡ଼ ରାଜପଥ ବନ୍ଦ

Spread the love

Spread the loveଚଣ୍ଡିଗଡ଼ : ସର୍ବନିମ୍ନ ସହାୟକ ମୂଲ୍ୟରେ ସୂର୍ଯ୍ୟମୁଖୀ ମଞ୍ଜି କିଣିବା ଦାବିରେ ହରିୟାଣାର କୁରୁକ୍ଷେତ୍ରର କୃଷକମାନେ ଆନ୍ଦୋଳନ ଜାରି ରଖିଛନ୍ତି । କୁରୁକ୍ଷେତ୍ର ସ୍ଥିତ ପିପଲିର କୃଷକମାନେ ଗତ ୨୧ ଘଣ୍ଟା ଧରି ଦିଲ୍ଲୀ-ଚଣ୍ଡିଗଡ଼-ଅମୃତସର ରାଜପଥରେ ବସିଛନ୍ତି । … Read More