ଦଙ୍ଗାକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ଶାନ୍ତି ଫେରାଇଆଣିବାକୁ ନିଯୁକ୍ତ ହେଲେ ନୂଆ ଡିଜିପି

Spread the love

Spread the loveଇମ୍ଫାଲ: ମଣିପୁରରେ ଅଶାନ୍ତ ସ୍ଥିତି ଲାଗି ରହିଛି। ବିଭିନ୍ନ ଅଞ୍ଚଳରେ ଲୁଟ୍‌ ଏବଂ ପୋଡ଼ାଜଳା ଯୋଗୁଁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ତେବେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଗସ୍ତ ମଧ୍ୟରେ ମଣିପୁରରେ ଏକ ପ୍ରମୁଖ ପ୍ରଶାସନିକ ପରିବର୍ତ୍ତନ ହୋଇଛି। … Read More

ନିଶା ବିକିଲେ ରାଜଧାନୀରୁ ତଡ଼ିପାର ହେବେ ବେପାରୀ

Spread the love

Spread the loveଭୁବନେଶ୍ବର: ନିଶା କାରବାର ବିରୋଧରେ କମିଶନରେଟ ପୋଲିସର ଜିରୋ ଟଲରାନ୍ସ। ରାଜଧାନୀରେ ରହିପାରିବେନି ନିଶା ବେପାରୀ। ନିଶା ବିକିଲେ ୬ ମାସ ପାଇଁ ହେବେ ତଡିପାର। ପ୍ରଥମ ଥର ନିଶା ବେପାରିକୁ କରାଗଲା ତଡିପାର। ପୂର୍ବରୁ ପେଶାଦାର ଅପରାଧୀଙ୍କୁ … Read More

ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ କଟୁଛି ବିଜୁଳି: ଶକ୍ତିମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର: ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଜୁଳି କାଟ ହେଉଛି। ପାୱାରକଟ ଶବ୍ଦ ବ୍ୟବହାର କରିବା ଭୁଲ। ପାୱାର କଟ ଅର୍ଥ ଆମ ପାଖରେ ଆବଶ୍ୟକତା ଠାରୁ କମ ପାୱାର ଅଛି। ଲୋକଙ୍କୁ ଦେଲା ବେଳେ କାଟିକି … Read More

୮୩ ଟଙ୍କା କମିଲା ବ୍ୟବସାୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

Spread the love

Spread the loveନୂଆଦିଲ୍ଲୀ : ଜୁନ ୧ରୁ ଦେଶରେ ବ୍ୟବସାୟିକ ସିଲିଣ୍ଡର ମୂଲ୍ୟ ୮୩ ଟଙ୍କା ହ୍ରାସ ପାଇଛି । ଏହାଫଳରେ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ସିଲିଣ୍ଡର ଦରରୁ ସରକାର ଆଶ୍ୱସ୍ତି ଦେଇଛନ୍ତି। ତେବେ ଏହି ଆଶ୍ବସ୍ତି ସାଧାରଣ ଲୋକଙ୍କୁ … Read More

ଭାରତୀୟ ବାୟୁସେନାର ଟ୍ରେନର୍‌ ବିମାନ ‘କିରଣ’ କ୍ରାସ୍‌

Spread the love

Spread the loveକର୍ଣ୍ଣାଟକରେ ଭାରତୀୟ ବାୟୁସେନାର ପ୍ରଶିକ୍ଷିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ସମୟରେ ବିମାନରେ ଜଣେ ମହିଳାଙ୍କ ସମେତ ଦୁଇଜଣ ପାଇଲଟ୍ ଉପସ୍ଥିତ ଥିଲେ। ସୂଚନା ଅନୁସାରେ, ଦୁର୍ଘଟଣାର ଶିକାର ହୋଇଥିବା ବିମାନ ବାୟୁସେନାର ‘କିରଣ ପ୍ରଶିକ୍ଷିକ ବିମାନ’ ବୋଲି … Read More

୩୦ ଜିଲ୍ଲାର ୩୦ ହଜାରରୁ ଅଧିକ ଅମଲାଙ୍କ ସମୂହ ଛୁଟି

Spread the love

Spread the loveଅମଲା ସଂଘର ସମୂହ ଛୁଟି । ଲେବୁଲ ୯ ଦାବିରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଅମଲାମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି । ୩୦ଟି ଯାକ ଜିଲ୍ଲାର ୩୦ ହଜାରରୁ ଅଧିକ ଅମଲା … Read More

୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ

Spread the love

Spread the loveଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ(ଜେଆରଏ) ଦେବାଶିଷ ପଣ୍ଡା। ସୂଚନା ଅନୁଯାୟୀ, ବିଭାଜନ ପଟ୍ଟା (ଆରଓଆର) ପ୍ରଦାନ ପାଇଁ ଘଟଗାଁ ତହସିଲ୍ ଅଫିସର … Read More

୧୦୦ ୟୁନିଟ୍ ବିଜୁଳି ଫ୍ରି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ

Spread the love

Spread the loveନୂଆଦିଲ୍ଲୀ: ରାଜସ୍ଥାନ ସରକାରଙ୍କ ବଡ଼ ଘୋଷଣା । ଆଜିଠୁ ୧୦୦ ୟୁନିଟ ମାଗଣା ବିଦ୍ୟୁତ୍‌ । ରାଜ୍ୟରେ ୧୦୦ ୟୁନିଟ ମାଗଣା ବିଦ୍ୟୁତ୍‌ ଦେବେ ସରକାର । ଏହାଦ୍ୱାର କୋଟିଏ ୧୦ ଲକ୍ଷ ଲୋକ ଉପକୃତ ହେବେ ବୋଲି କହିଛନ୍ତି … Read More

ମଣିପୁର ହିଂସା ଘଟଣାର ‘ସିବିଆଇ’ ତଦନ୍ତର ତତ୍ତ୍ବାବଧାନ କରିବେ ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତି: ଅମିତ ଶାହ

Spread the love

Spread the loveଇମ୍ଫାଲ୍‌: ମଣିପୁର ହିଂସା ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ‘ସିବିଆଇ’ଟିମ୍‌ର ତତ୍ତ୍ବାବଧାନ ନିମନ୍ତେ କେନ୍ଦ୍ର ସରକାର ଜଣେ ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତିଙ୍କ ନେତୃତ୍ବରେ ଏକ କମିଟି ଗଠନ କରିଥିବା କଥା ଆଜି ଇମ୍ଫାଲ୍‌ରେ ସାମ୍ବାଦିକ ସମ୍ମିଳନୀ ଡକାଇ କେନ୍ଦ୍ର … Read More

ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ରେଡ୍‌

Spread the love

Spread the loveଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି … Read More