ଯୁବ ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ, ଅବସ୍ଥା ଗୁରୁତର
Spread the loveଜଳେଶ୍ବର : ଯୁବ ଆଇନଜିବୀଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ । ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ ଆଜି ଅପରାହ୍ନରେ ଏଭଳି ଅଭାବନୀୟ ଘଟଣା ସାମନାକୁ ଆସିଛି । ସୁଚନା ମୁତାବକ ଆଇନଜିବୀ ସିଦ୍ଧାର୍ଥ ଦାସ କୋର୍ଟରୁ କାମ ସାରି ଘରକୁ ଫେରୁଥିଲେ । … Read More
