ପୋଲିସ ଡିଜିଙ୍କ ପରିଚୟ ଦେଇ ନିଟ୍ ଛାତ୍ରୀଙ୍କୁ ଠକେଇ ଉଦମ୍ୟ, ବ୍ଲୁ ଫିଲ୍ମ ଦେଖୁଛ କହି ମାଗିଲେ ଟଙ୍କା

Spread the love

Spread the loveଭୁବନେଶ୍ୱର : ପୋଲିସ ଡିଜିଙ୍କ ନାଁରେ ଛାତ୍ରୀଙ୍କୁ ଠକେଇ ଉଦମ୍ୟ । ବ୍ଲୁ ଫିଲ୍ମ ଦେଖୁଛ କହି ମାଗିଲେ ଟଙ୍କା । ଟଙ୍କା ନଦେଲେ ଗିରଫ କରିବାକୁ ଧମକ । ଏପରିକି ଅପରାଧୀଙ୍କୁ ପୋଲିସ ମାଡ଼ ମାରୁଥିବା ଭିଡିଓ ପଠାଇ … Read More

ଲଘୁଚାପ ପ୍ରଭାବରେ ୩୧ ଯାଏ ଭୀଷଣ ବର୍ଷିବ, ୯ ଜିଲ୍ଲାକୁ ୟେଲୋ ଆଲର୍ଟ

Spread the love

Spread the loveଭୁବନେଶ୍ୱର : ଲଘୁଚାପ ପ୍ରଭାବବେର ଭୀଷଣ ବର୍ଷିବ ।  ଜିଳ୍ଲାଗୁଡ଼ିକ ପାଇଁ ଜାରି ହେଲା ରେଡ ଆଲର୍ଟ  । ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ଦୁଇ … Read More

ବିଦ୍ୟୁତ ଖୁଣ୍ଟରେ ପିଟିହେଲା ସ୍କୁଟି, ୨ ମୃତ, ଜଣେ ଗୁରୁତର

Spread the love

Spread the loveଗୁଣୁପୁର: ବିଦ୍ୟୁତ ଖୁଣ୍ଟରେ ପିଟିହେଲା ସ୍କୁଟି । ଦୁଇ ମୃତ, ଜଣେ ଗୁତର । ରାୟଗଡ଼ା ଜିଲ୍ଲା ଗୁଣୁପୁର ସହର ନିକଟସ୍ଥ ଶେଫାଳି ପାହାଡରୁ ଫେରୁଥିବାବେଳେ ଦୁର୍ଘଟଣା ଘଟିଛି । ସ୍କୁଟିର ବ୍ରେକ ଫେଲ ହୋଇଯିବାରୁ ଏକ ବିଦ୍ୟୁତ ଖୁଁଟରେ … Read More

ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

Spread the love

Spread the loveକେନ୍ଦ୍ରାପଡା : ଚାମେଲିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । କେନ୍ଦ୍ରାପଡ଼ା ଜିଲ୍ଲା ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି । ଏନେଇ ୨୧ ଜଣ ୱାର୍ଡ ମେମ୍ବରଙ୍କ ଦସ୍ତଖତ ସମ୍ବଳିତ ଦରଖାସ୍ତ ଗତ ୨୩ ତାରିଖରେ … Read More

ଘରେ ପଶି ବୃଦ୍ଧାଙ୍କୁ ବିଭତ୍ସ ହତ୍ୟା

Spread the love

Spread the loveଭୁବନେଶ୍ୱର : ଜଟଣୀରେ ବୃଦ୍ଧାଙ୍କୁ ବିଭତ୍ସ ହତ୍ୟା । ଘରେ ପଶି ହତ୍ୟା କଲେ ଦୁର୍ବୃତ୍ତ । ଜଟଣୀ ଉପରବସ୍ଥରେ ଘଟିଛି ଘଟଣା । ମହିଳାଙ୍କ ମୁଣ୍ଡକୁ ଆକ୍ରମଣ କରି ହତ୍ୟା । ମହିଳାଙ୍କ ମୁଣ୍ଡରେ ରକ୍ତସ୍ରାବ ଅବସ୍ଥାରେ ମିଳିଛି … Read More

ରଥଯାତ୍ରା ଲାଗି ପୁରୀକୁ ନିୟମିତ ଗଡୁଛି ୧୧୬ଟି ଟ୍ରେନ୍‌

Spread the love

Spread the loveନୂଆଦିଲ୍ଲୀ: ରଥଯାତ୍ରା ଏବଂ ଅନ୍ୟାନ୍ୟ ପ୍ରମୁଖ ପର୍ବପର୍ବାଣି ସମୟରେ ଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ପରିଚାଳନା, ବର୍ତ୍ତମାନର ଟ୍ରେନ୍‌ରେ ଅତିରିକ୍ତ କୋଚ୍ ସଂଯୋଜନ ଏବଂ ସେବାର ସମ୍ପ୍ରସାରଣ କରାଯାଉଛି। ବର୍ତ୍ତମାନ ପୁରୀକୁ ୧୧୬ଟି ନିୟମିତ … Read More

୩ ମାସକୁ ବୃଦ୍ଧି ପାଇଲା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ପରାମର୍ଶଦାତାଙ୍କ ପାରିଶ୍ରମିକ ଅବଧି

Spread the love

Spread the loveଭୁବନେଶ୍ବର: ପରାମର୍ଶଦାତାଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଆଶ୍ୱସ୍ତି । ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତା, ପ୍ରୋଜେକ୍ଟ ମ୍ୟାନେଜମେଣ୍ଟ ୟୁନିଟ୍ ଓ ଟେକ୍ନିକାଲ ସପୋର୍ଟ ୟୁନିଟରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ପାରିଶ୍ରମିକର ଅବଧି ୩ ମାସକୁ ବୃଦ୍ଧି ଗରାଗଲା । ଏହି … Read More

ସ୍ବାଭିମାନ ଅଞ୍ଚଳରେ ମାଓ ଡମ୍ପ୍ ଠାବ

Spread the love

Spread the loveମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ସଫଳତା । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଯୋଡାଆମ୍ବ ଥାନା ଅର୍ନ୍ତଗତ ଓରାପଦର ଜଙ୍ଗଲରେ ପୁଣି ଠାବ ହେଲା ମାଓ ଡମ୍ପ୍‌ । ବିଏସଏଫ ଓ ଡିଭିଏଫ ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିବା … Read More

ମହଣ ମହଣ ସୁନାରେ ସଜେଇ ହେଲେ ଶ୍ରୀବିଗ୍ରହ, ବିଳମ୍ବିତ ରାତି ପର୍ଯ୍ୟନ୍ତ ଜାରି ରହିବ ଦିବ୍ୟ ଦର୍ଶନ

Spread the love

Spread the loveପୁରୀ : ଦାରୁବ୍ରହ୍ମ ଆଜି ମହଣ ମହଣ ସୁନାରେ ଛାଉଣି ହୋଇଛନ୍ତି। ଆଷାଢ଼ ଶୁକ୍ଳ ଏକାଦଶୀ ତିଥି (ଶନିବାର) ବଡ଼ତଢ଼ାଉ ତଥା ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ। ଗୁଣ୍ଡିଚା ଲୀଳା ସାରି ବାହୁଡ଼ିବା ପରେ ମହାପ୍ରଭୁ ସିଂହଦ୍ବାରରେ ବିଶ୍ରାମ … Read More

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ, ତଦନ୍ତ ଆରମ୍ଭ କଲା OSCPCR

Spread the love

Spread the loveଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଶିକ୍ଷା ଓ ସୁରକ୍ଷା ପାଇଁ ଦିବ୍ୟାଙ୍ଗ ଛାତ୍ରୀମାନଙ୍କୁ ଛଡ଼ାଯାଇଥିଲା, ସେଠାରେ ହିଁ ସେମାନଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବ୍ୟକ୍ତି ନିଜେ ଭକ୍ଷକ … Read More