ଜନ୍ତର ମନ୍ତର ଅଞ୍ଚଳରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ, ଜାରି ରହିଛି ଛାତ୍ରଙ୍କ ବିରୋଧ ପ୍ରଦର୍ଶନ
Spread the loveନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଛାତ୍ରଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଜନ୍ତର ମନ୍ତରର ୧.୫ କିଲୋମିଟର ପରିଧି ମଧ୍ୟରେ ମଧ୍ୟରାତ୍ରି ପର୍ଯ୍ୟନ୍ତ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ … Read More
