ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ୨ ଜୀବନ
Spread the loveସୋର: ବାଲେଶ୍ୱର ଜିଲ୍ଲାର ସିମୁଳିଆ ଥାନା ଅନ୍ତର୍ଗତ ମହିଷାପଣ୍ଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି । ଗାଇଙ୍କ ପାଇଁ ଲଗାଇଥିଲେ କରେଣ୍ଟ, ନିଜର ଚାଲିଗଲା ଜୀବନ । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ଜଣଙ୍କ ମୃତ୍ୟୁ । ବାଲେଶ୍ବର … Read More
