ସୋନମଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ କେନ୍ଦ୍ର ସରକାରଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ
Spread the loveନୂଆଦିଲ୍ଲୀ: ଗୁରୁବାର ଦିନ ଦିଲ୍ଲୀ ହାଇକୋର୍ଟ ପରିବେଶବିତ୍ ତଥା ଲଦାଖର ସ୍ୱର ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟ ଉପରେ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି। ସୋନମ ୱାଙ୍ଗଚୁକଙ୍କ ଦୀର୍ଘ ୧୯ ଦିନର ଅନଶନ ଏବେ ସାରା ଦେଶର ଦୃଷ୍ଟି ଆକର୍ଷଣ … Read More
