ରଥ ଉପରେ ଅନଧିକୃତ ପ୍ରବେଶ ଓ ମୋବାଇଲ ବ୍ୟବହାର ସଂପୂର୍ଣ୍ଣ ମନା: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Spread the love

Spread the loveପୁରୀ:ଆଜ୍ଞାମାଳ ବିଜେ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପ୍ରସ୍ତୁତି ଓ ନୀତିକାନ୍ତି ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ବେଶ ସୂଚାରୁ ଭାବେ ସମ୍ପନ୍ନ ହୋଇଛି। ଆଜି ମଧ୍ୟ ଉଭାରେ ନୀତିକାନ୍ତି ନିର୍ଦ୍ଧାରିତ ସମୟ ଓ … Read More

ରାଜଧାନୀରେ ପୁଣି ଭୟଙ୍କର ହିଟ୍ ଆଣ୍ଡ ରନ୍, ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ

Spread the love

Spread the loveଭୁବନେଶ୍ୱର : ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍। ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଖଣ୍ଡଗିରି ଓଭରବ୍ରିଜରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ରେ ଯାଉଥିବା ଦୁଇ ଯୁବକଙ୍କୁ ଧକ୍କା ଦେଇ … Read More

ଧରାପଡ଼ିଲା ୭୦ କିଲୋ ଗଞ୍ଜେଇ, ମାଷ୍ଟରମାଇଣ୍ଡ ଯୁବତୀ ଗିରଫ

Spread the love

Spread the loveଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି ନିଶା କାରବାର। ସେ ପୁଣି ନୂଆ ନୂଆ ବିଭିନ୍ନ ଉପାୟରେ। ପ୍ରେମ ଆଉ ପରିବାରର ଆଳରେ ଚାଲିଥିଲା ନିଶା ବେପାର। କନ୍ଧମାଳରୁ ଭୁବନେଶ୍ୱରକୁ ଗଞ୍ଜେଇ ଚାଲାଣ ବେଳେ ନୟାଗଡ଼ରେ ମାଡ଼ି ବସିଲା ଅବକାରୀ ବିଭାଗ। … Read More

ରାତି ପାହିଲେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା, ପୁରୀ ସହର ଭିତରକୁ ସାଧାରଣ ଯାନବାହନ ପ୍ରବେଶ ଉପରେ କଟକଣା

Spread the love

Spread the loveପୁରୀ : ସମ୍ପୂର୍ଣ୍ଣ ହେଲା ପୁରୀ ରଥଯାତ୍ରା ପ୍ରସ୍ତୁତି । ଆସନ୍ତାକାଲି ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚାଯାତ୍ରା । ଗତକାଲି ନବଯୌବନ ଦର୍ଶନରେ ଚତୁର୍ଦ୍ଧାମୂର୍ତ୍ତି ଅଣସର ଘରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେବା ପରେ, ଏବେ ପୁରୀ ବଡ଼ଦାଣ୍ଡ ସମ୍ପୂର୍ଣ୍ଣ ଭକ୍ତିମୟ ହୋଇଉଠିଛି … Read More

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଆଉ ୩ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ

Spread the love

Spread the loveଭୁବନେଶ୍ୱର: ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ କ୍ରାଇମ ବ୍ରାଞ୍ଚ ବଡ଼ ଆକ୍ସନ ନେଉଥିବାର ଦେଖିବାକୁ ମିଳିଛି। ପୂର୍ବରୁ ଏହି ମାମଲାରେ SCERTର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ଗିରଫ କରିଛି କ୍ରାଇମ ବ୍ରାଞ୍ଚ। ବର୍ତ୍ତମାନ ଏହି ମାମଲାରେ କ୍ରାଇମବ୍ରାଞ୍ଚ … Read More

କେନ୍ଦୁଝରରେ ବରିଷ୍ଠ ସାମ୍ବାଦିକ ପେନ୍‌ସନ୍ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନାଚକ୍ର

Spread the love

Spread the loveକେନ୍ଦୁଝର: ଓଡ଼ିଶାରେ କାର୍ଯ୍ୟରତ ବରିଷ୍ଠ ସାମ୍ବାଦିକମାନଙ୍କ ସୁରକ୍ଷା ଏବଂ ପେନ୍‌ସନ୍ ଯୋଜନାକୁ ନେଇ କେନ୍ଦୁଝର ସ୍ଥିତ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାଗୃହରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଗତ ଜୁନ୍ ୨୩ ତାରିଖରେ ମାନ୍ୟବର ଓଡ଼ିଶା ଉଚ୍ଚ … Read More

ନୂତନ ବନ୍ଦର ନିର୍ମାଣ କରିବ ୟୁଏଇ

Spread the love

Spread the love ଦୁବାଇ: ପାରସ୍ୟ ଉପସାଗର ଅଞ୍ଚଳରେ ବଢ଼ୁଥିବା ଭୂ-ରାଜନୈତିକ ତିକ୍ତତା ଓ ସୁରକ୍ଷା ବିପତ୍ତି ମଧ୍ୟରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟିକ ପଥ ‘ହର୍ମୁଜ୍ … Read More

ଆଇଆରଜିସିକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ବ୍ରିଟେନ ସରକାର

Spread the love

Spread the love ଲଣ୍ଡନ:ବ୍ରିଟେନ ସରକାର ଇରାନର ସାମରିକ ବାହିନୀ ‘ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ’ (ଆଇଆରଜିସି)କୁ ଏକ ଆତଙ୍କବାଦୀ ସଂଗଠନ ଘୋଷଣା କରିଛି। ବ୍ରିଟେନ ମାଟିରେ ଇହୁଦୀ ସମୁଦାୟ, ଇସ୍ରାଏଲ୍ ଓ ଇରାନର ବିରୋଧୀ ଗଣମାଧ୍ୟମଗୁଡ଼ିକୁ ନିଶାଣ କରି ହୋଇଥିବା … Read More

ଭୋଜଶାଳା ବିବାଦକୁ ନେଇ ସୁପ୍ରିମକୋର୍ଟ ଶୁଣାଣି, ନମାଜ ପଢିବା ପାଇଁ ମୁସଲିମଙ୍କୁ ମିଳିବ ଅଲଗା ଜାଗା

Spread the love

Spread the loveନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଧାର ସ୍ଥିତ ଭୋଜଶାଳା ପରିସରର ଧାର୍ମିକ ପରିଚୟ ସମ୍ପର୍କରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରୁଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଯେ, ହିନ୍ଦୁ ଏବଂ ମୁସଲିମ ଉଭୟ ପକ୍ଷଙ୍କ ଅଧିକାରକୁ କ୍ଷତି ନ ପହଞ୍ଚାଇ ଆଖପାଖରେ ଥିବା … Read More

ଡିଭାଇଡରରେ ପିଟିହେଲା ବାଇକ୍, ୩ ପିଲାଙ୍କ ସହିତ ୪ ମୃତ

Spread the love

Spread the loveହାପୁର : ଉତ୍ତରପ୍ରଦେଶ ହାପୁରରେ ଦିଲ୍ଲୀ-ଲକ୍ଷ୍ନୌ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାବୁଗଢ ଥାନା ଅନ୍ତର୍ଗତ ବଛଲୋତା ଫ୍ଲାଏଓଭର ନିକଟରେ ଏକ ବାଇକ୍ ଅନିୟନ୍ତ୍ରିତ ହୋଇ ଡିଭାଇଡରରେ ପିଟି ହୋଇଥିଲା । ଦୁର୍ଘଟଣାରେ ୩ ପିଲାଙ୍କ ସହିତ … Read More