ଥାଲାପତିଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି, କରୁର ପୀଡିତଙ୍କ ପରିବାରକୁ ବାଣ୍ଟିବେ ସରକାରୀ ନିଯୁକ୍ତି ପତ୍ର
Spread the loveତାମିଲନାଡୁ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ମାଡ୍ରାସ ହାଇକୋର୍ଟରୁ ଆଶ୍ବସ୍ତି ମିଳିଛି । ହାଇକୋର୍ଟ ତାଙ୍କୁ କରୁର ପୀଡିତଙ୍କ ପରିବାର ଲୋକଙ୍କୁ ସରକାରୀ ନିଯୁକ୍ତି ପତ୍ର ବାଣ୍ଟିବାର ଅନୁମତି ପ୍ରଦାନ କରିଛନ୍ତି । ସିଏମ୍ ବିଜୟ ଆଜି ହିଁ କରୁର … Read More
