ପୁଅର ଛୁରାମାଡ଼ରେ ବାପା ମୃତ

Spread the love

Spread the loveବଣାଇ : ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ବାରସୁଆଁ ବସ୍ ଷ୍ଟାଣ୍ଡ ନିକଟସ୍ଥ ଗାବ୍ରିୟାଲ ସାହିରେ ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ପୁଅର ଛୁରୀ ଆଘାତରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ଅଭିଯୁକ୍ତ ପୁଅ ଘଟଣା ପରେ ଫେରାର ହୋଇଯାଇଛି। … Read More

ତାମିଲନାଡୁରୁ ଭୁବନେଶ୍ବର ଆସିଲା ୫ ଶ୍ରମିକଙ୍କ ମୃତଦେହ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା ୫ ଜଣ ଶ୍ରମିକଙ୍କ ମୃତଦେହ । ତାମିଲନାଡୁ ଅମୋନିଆ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ପ୍ରାଣ ହରାଇଥିବା ୫ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ ଦେହ ଭୁବନେଶ୍ୱର କାର୍ଗୋ ବିମାନ ବନ୍ଦରରେ ପହଞ୍ଚିଲା । ସ୍ୱତନ୍ତ୍ର … Read More

ଲାଟିନରୁ ଗୋଟିଏ ବଡ଼ ନାଗ ୨୯ଟି ଛୋଟ ସାପ ଉଦ୍ଧାର

Spread the love

Spread the loveଭଦ୍ରକ: ଲାଟିନ ଭିତରୁ ଉଦ୍ଧାର ହେଲା ମାଳ ମାଳ ନାଗ । ଗୋଟିଏ ବଡ଼ ନାଗ ସହିତ ୨୯ଟି ଛୋଟ ନାଗ ସାପ ଉଦ୍ଧାର । ଭଦ୍ରକ ବନ୍ତ ଥାନା ତରାଗ ନାୟକ ସାହିର ସୁରେନ୍ଦ୍ର ସାମଲଙ୍କ ଘରୁ ବାହାରିଛି … Read More

ଆଡମିସନ ଓ ରି- ଆଡମିସନ ନାଁରେ କଲେଜ ଛାତ୍ର ଛାତ୍ରୀଙ୍କୁ ଠକୁଛନ୍ତି ସାଇବର ଠକ

Spread the love

Spread the loveଜଗତସିଂହପୁର: ସାଇବର ଠକଙ୍କ ଟାର୍ଗେଟରେ କଲେଜ ଛାତ୍ର ଛାତ୍ରୀ । ଆଡମିସନ, ରି- ଆଡମିସନ ପାଇଁ ଛାତ୍ରଛାତ୍ରୀଙ୍କୁ ଟଙ୍କା ମାଗୁଛନ୍ତି ସାଇବର ଠକ । ଜଗତସିଂହପୁର ଜିଲ୍ଲାର ବିଭିନ୍ନ କଲେଜରୁ ଏଭଳି ଅଭିଯୋଗ ଆସିବା ପରେ ବଡ଼ଧରଣର ସାଇବର ଠକେଇ … Read More

ଏଥର ରଥଯାତ୍ରା ଜଗିବେ ୨୦୦ ପ୍ଲାଟୁନ ଫୋର୍ସ, ସିସିଟିଭି ନଜରରେ ରହିବ ସାରା ସହର

Spread the love

Spread the loveପୁରୀ: ଚଳିତବର୍ଷ ରଥଯାତ୍ରା ଜଗିବେ ୨୦୦ ପ୍ଲାଟୁନ ଫୋର୍ସ । ସିସିଟିଭି ନଜରରେ ରହିବ ସହର । ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଅନୁଷ୍ଠିତ ଦ୍ବିତୀୟ ସମନ୍ବୟ ବୈଠକରେ ନିଷ୍ପତ୍ତି । ବୈଠକରେ ରଥ ନିର୍ମାଣ,ସ୍ଵାସ୍ଥ୍ୟ ଓ ପରିମଳ,ବିଦ୍ୟୁତ୍ ଯୋଗାଣ,ପାନୀୟ … Read More

ଚାକିରି ଦେବାକୁ କହି ୨୫ ଲକ୍ଷ ଟଙ୍କା ଠକେଇ, ମହିଳା ଗିରଫ

Spread the love

Spread the loveଭୁବନେଶ୍ୱର: 420 ମହିଳାଙ୍କୁ ଗିରଫ କଲା ମୈତ୍ରୀବିହାର ପୋଲିସ। ଷ୍ଟାଫ୍ ସିଲେକ୍ସନ କମିଶନରେ ଚାକିରି ଦେବାକୁ କହି ପ୍ରାୟ ୨୫ ଲକ୍ଷ ଟଙ୍କା ଠକେଇ ମାମଲାରେ ମଙ୍ଗଳବାର ଦିନ ଭୁବନେଶ୍ୱରରେ ଜଣେ ମହିଳାଙ୍କୁ ପୋଲିସ ଗିରଫ କରିଛି। ରାୟଗଡ଼ା … Read More

ସବୁ ଜିଲ୍ଲାକୁ ଛୁଇଁଲା ମୌସୁମୀ: ୨୭ ଯାଏଁ ପ୍ରବଳ ବର୍ଷା

Spread the love

Spread the loveଭୁବନେଶ୍ୱର: ପୂରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଜୁନ ୧୨ରେ ରାଜ୍ୟକୁ ମୌସୁମୀର ଅଗ୍ରସର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରାଜ୍ୟର ସମସ୍ତ ଜିଲ୍ଲାକୁ ମୌସୁମୀ ବାୟୁ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା … Read More

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ : ୧୫ ଦାମୀ ପ୍ଲଟ , ୨ଟି ବହୁତଳ କୋଠା ସହ ନଗଦ ୩ ଲକ୍ଷ ଟଙ୍କା ଠାବ

Spread the love

Spread the loveସମ୍ବଲପୁର : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ସମ୍ବଲପୁର CADA ବିଭାଗର ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ । ସମ୍ବଲପୁର, କଟକ, ବାଲେଶ୍ୱର ଏବଂ ମାଲକାନଗିରିରେ ଚଢାଉ । ଏକକାଳୀନ ୭ଟି ସ୍ଥାନରେ … Read More

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି, ୧୦ ଲକ୍ଷକୁ ବଢିଲା ସହାୟତା ରାଶି

Spread the love

Spread the loveଭୁବନେଶ୍ୱର : ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଶ୍ରମିକଙ୍କ ମୃତ୍ୟୁ ପରେ ଏହି ସଂଖ୍ୟା ବଢିଛି। ମୃତକ ସଦର ଥାନା କୋଡିପଶା ଗ୍ରାମର … Read More

ଜୁଲାଇ ୫ରେ ହେବ ଓଟିଇଟି ପରୀକ୍ଷା

Spread the love

Spread the loveକଟକ : ପୁଣି ଘୁଞ୍ଚିଲା ଓଟିଇଟି ପରୀକ୍ଷା । ଜୁନ ୨୮ ରେ ହେବାକୁ ଥିବା ଏହି ଓଟିଇଟି ପରୀକ୍ଷା ଜୁଲାଇ ୫ ତାରିଖରେ କରିବାକୁ ସ୍ଥିର କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ଆରଆଇ ଅମିନ ପରୀକ୍ଷା ପାଇଁ ଏହି … Read More