ସାତକୋଶିଆରେ ନରହନ୍ତା ଦନ୍ତାକୁ ଛଡାଯିବା ପରେ ରେଞ୍ଜ ଅଫିସ ଘେରାଉ କଲେ ସ୍ଥାନୀୟ ଲୋକେ
Spread the loveଠାକୁରମୁଣ୍ଡା:ଅନୁଗୁଳର ଦୁର୍ଦ୍ଧାନ୍ତ ନରହନ୍ତା ଦନ୍ତା ହାତୀକୁ ସାତକୋଶିଆ ବନ୍ୟପ୍ରାଣୀ ରେଞ୍ଜ ଅଞ୍ଚଳରେ ଛଡାଯିବା ଖବର ପରେ ,ରେଞ୍ଜ ଅଫିସ ଘେରାଉ କଲେ ସ୍ଥାନୀୟ ଲୋକେ।ଅନୁଗୁଳ ଜିଲ୍ଲାରେ ଆତଙ୍କ ସୃଷ୍ଟି କରିଥିବା ମଣିଷ ମରା ଦୁର୍ଦ୍ଧାନ୍ତ ଦନ୍ତା ହାତୀକୁ ମୟୂରଭଞ୍ଜ … Read More
