’ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ଲାଗିବନି ରୋକ, ଆସିଲା ସୁପ୍ରିମ ରାୟ
Spread the loveଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ରୋକ ଲାଗିବନି । ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଚଳଚ୍ଚିତ୍ରର ମୁକ୍ତି ଉପରେ ରୋକ ଲଗାଇବାକୁ ଦାଖଲ ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ବିଚାରପତି ବି.ଭି. ନାଗରତ୍ନା ଓ … Read More
