୧୨ଟି ବିଦ୍ୟାଳୟରୁ କଟିଲା ଲାଇନ୍, ଛାତ୍ରଛାତ୍ରୀ ହନ୍ତସନ୍ତ

Spread the love

Spread the loveପିପିଲି :  ବିଦ୍ୟୁତ ବିଭାଗର ମନମାନି । ୧୨ଟି ବିଦ୍ୟାଳୟରୁ କଟିଲା ଲାଇନ୍। ବାରଣ୍ଡାରେ ପଢିଲେ ପାଠ । ପୁରୀ ଜ଼ିଲ୍ଲା ଡେଲାଙ୍ଗର ୧୨ଟି ବିଦ୍ୟାଳୟରୁ କଟିଲା ଲାଇନ୍, ଗଛ ମୂଳ ଓ ବାହାରେ ପଢିଲେ ପାଠ । … Read More

ବରଗଡ଼ ପାତିକାରପଲ୍ଲି ଗାଁରେ ଗୋଷ୍ଠୀ ସଂଘର୍ଷ, ୧୦ ଆହତ

Spread the love

Spread the loveବରଗଡ଼: ବରଗଡ଼ ପାତିକାରପଲ୍ଲି ଗାଁରେ ଗୋଷ୍ଠୀ ସଂଘର୍ଷ। ଗୋଷ୍ଠୀ ସଂଘର୍ଷରେ ୧୦ ଜଣ ଆହତ । ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ବିଳମ୍ବିତ ରାତିରେ … Read More

ରାସ୍ତା ପ୍ରଶସ୍ତୀକରଣ ଆଳରେ ଗଛ କାଟିବା ପଡ଼ିଲା ମହଙ୍ଗା, ଫରେଷ୍ଟର ନିଲମ୍ବିତ

Spread the love

Spread the loveନବରଙ୍ଗପୁର : ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛ କାଟିବା ପଡ଼ିଲା ମହଙ୍ଗା । ଫରେଷ୍ଟର ନିଲମ୍ବିତ । ରାସ୍ତା ପ୍ରଶସ୍ତୀକରଣ ନାଁରେ ନୀଳଗିରି ଗଛ କାଟିବା ଘଟଣାରେ ତତ୍କାଳୀନ ଝରିଗାଁ ରେଞ୍ଜ ମୋହରା ସେକ୍ସନ ଫରେଷ୍ଟର ତଥା ବର୍ତ୍ତମାନର … Read More

ଗଣେଶ ପୂଜା ଭସାଣି ବେଳେ ଜେନେରେଟରରେ ଲାଗିଲା ନିଆଁ, ୫ ଶିଶୁ ଗୁରୁତର

Spread the love

Spread the loveପୁରୁଷୋତ୍ତମପୁର  : ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଅଭାବନୀୟ ଘଟଣା । ଜେନେରେଟର ନିଆଁ ଲାଗି ୫ ଜଣ ଶିଶୁ ପୋଡ଼ି ଗୁରୁତର । ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସହରରେ ମେଢ଼ ଭସାଣି ଶୋଭାଯାତ୍ରା ସମୟରେ ଏକ ଟ୍ରାକ୍ଟର … Read More

୨୧ରୁ ଓଡ଼ିଶା ପୋଲିସର ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ

Spread the love

Spread the loveକଟକ: ଓଡ଼ିଶା ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ ‘ଦମନ’ ଆରମ୍ଭ ହେବ । ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ପଦକ୍ଷେପ ନେବା … Read More

ହଷ୍ଟେଲ୍ ଛାତରୁ ପଡି ଛାତ୍ର ମୃତ

Spread the love

Spread the loveଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଜଟଣୀସ୍ଥିତ ‘ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ’ (NISER) ପରିସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ହଷ୍ଟେଲ୍ ଛାତରୁ ଖସିପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ … Read More

ମହଙ୍ଗା ପଡିଲା ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା; ପ୍ରଧାନଶିକ୍ଷକ ନିଲମ୍ବିତ

Spread the love

Spread the loveପାତ୍ରପୁର: ପ୍ରଧାନଶିକ୍ଷକଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା ପଡିଲା ମହଙ୍ଗା । ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା … Read More

ବାଇକକୁ ଧକ୍କା ଦେଇ ନାଳରେ ଖସିପଡ଼ିଲା ବୋଲେରୋ: ବାପା, ପୁଅ ଓ ନାତି ମୃତ

Spread the love

Spread the loveସୁନ୍ଦରଗଡ଼ : ସୁନ୍ଦରଗଡ଼ ତଳସରା ଥାନା ସବଡେଗାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକକୁ ଧକ୍କା ଦେଇ ଘୋଷାଡ଼ି ନେଇ ନାଳରେ ଖସିପଡ଼ିଲା ବୋଲେରୋ । ଦୁର୍ଘଟଣାରେ ବାଇକରେ ଥିବା ବାପ, ପୁଅ ଓ ସମ୍ପର୍କୀୟ ନାତିଙ୍କ ମୃତ୍ୟୁ ହୋଇଛି … Read More

“SUJOG” ଜରିଆରେ ନାଗରିକଙ୍କୁ ମିଳିବ ସୁରକ୍ଷିତ, ସୁବିଧାଜନକ ଡିଜିଟାଲ୍ ପେମେଣ୍ଟ ସୁବିଧା

Spread the love

Spread the loveଭୁବନେଶ୍ୱର:ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ପେମେଣ୍ଟ ଆଗ୍ରିଗେଟର୍ ସେବା SBIePay ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ରାଜ୍ୟର ସହରାଞ୍ଚଳରେ ଡିଜିଟାଲ୍ ପେମେଣ୍ଟ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା … Read More

କୁର୍ମିତାର ଲୁହାପଥର ଖଣିକୁ ‘ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷ ପୁରସ୍କାର-୨୦୨୬’

Spread the love

Spread the loveଭୁବନେଶ୍ୱର: ପରିବେଶ ସୁରକ୍ଷା, ପ୍ରଦୂଷଣ ନିୟନ୍ତ୍ରଣ ଏବଂ ଦାୟିତ୍ୱଶୀଳ ଖଣି ପରିଚାଳନା କ୍ଷେତ୍ରରେ ଓଡ଼ିଶା ଖଣି ନିଗମ (ଓଏମ୍‌ସି)ର ଆଉ ଏକ ଉଲ୍ଲେଖନୀୟ ସଫଳତା । ଓଏମ୍‌ସିର କୁର୍ମିତାର ଲୁହାପଥର ଖଣିକୁ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ … Read More