ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
Spread the loveଭୁବନେଶ୍ୱର : ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ଦୁଇ ସେବାୟତ ଗୋଷ୍ଠୀ ଭିତରେ ଘୋଡଣି ଉଠେଇବା ନେଇ ବିବାଦ ଉପୁଜି ଥିଲା। ଉଭୟ ପକ୍ଷଙ୍କୁ ଡାକି ଆଲୋଚନା ପରେ ସମସ୍ୟାର ସମାଧାନ ହେଲା। ଏହି ଘଟଣାକୁ ନେଇ … Read More
