୯୦%କୁ ବୃଦ୍ଧି ପାଇଛି ଅନଲାଇନ୍‌ ଗ୍ୟାସ୍‌ ବୁକିଂ, ଓଟିପି ଜରିଆରେ ୭୨% ଡେଲିଭରି

Spread the love

Spread the loveନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଏଲ୍‌ପିଜି ଯୋଗାଣ ପ୍ରଭାବିତ ହୋଇଛି। ଏଥିଯୋଗୁ ଗତ କିଛିଦିନ ହେଲା ଭାରତରେ ଏଲ୍‌ପିଜି ବ୍ୟବହାରକାରୀମାନେ ଅସୁବିଧା ଭୋଗୁଛନ୍ତି। ଏଭଳି ସ୍ଥିତିରେ ସରକାର ଏଲ୍‌ପିଜି ଉପଭୋକ୍ତାଙ୍କୁ ଗ୍ୟାସ ଏଜେନ୍ସିଗୁଡ଼ିକୁ ନଯାଇ ଅନଲାଇନ୍‌ରେ ବୁକିଂ କରିବାକୁ … Read More

ଇରାନର ଆର୍ମେନିଆ ଦେଇ ଭାରତକୁ ଫେରିଲେ ୫୫୦ ଭାରତୀୟ

Spread the love

Spread the loveନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଯୁଦ୍ଧ ଲାଗି ରହିଥିବାବେଳେ ଭାରତ ସରକାର ଆନ୍ତଃ ମନ୍ତ୍ରିସ୍ତରୀୟ ସାମ୍ବାଦିକ ସମ୍ମିଳନୀରେ ଏଲପିଜି ଯୋଗାଣ, ଗଲ୍ଫ ଅଞ୍ଚଳରେ ଥିବା ପରିବହନ ଜାହାଜ ଓ ଭାରତୀୟଙ୍କ ନାଗରିକଙ୍କ ପ୍ରତ୍ୟାବର୍ତ୍ତନ ନେଇ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି। … Read More

ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କୁ ଟକ୍କର ଦେବେ ଶୁଭେନ୍ଦୁ ଅଧିକାରୀ

Spread the love

Spread the love ନୂଆଦିଲ୍ଲୀ: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍ ବାଜିଛି। ଆଜି ବିଜେପି ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ବିଜେପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିର୍ବାଚନ … Read More

ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲର ୧୨ ଆହତ

Spread the love

Spread the loveତେହରାନ/ତେଲଆଭିଭ୍‌ : ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ରବିବାର ଷୋଡଶ ଦିନରେ ପହଞ୍ଚିଛି। ରବିବାର ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ଜଣ ଆହତ ହୋଇଛନ୍ତି। ଇସ୍ରାଏଲ କର୍ତ୍ତୃପକ୍ଷଙ୍କ କହିବା ଅନୁଯାୟୀ ଇରାନ କ୍ଷେପଣାସ୍ତ୍ର ମାଡ଼ରେ ତେଲଆଭିଭ୍ ଅଞ୍ଚଳରେ ଏକ … Read More

ଗୁଜରାଟରେ ପହଞ୍ଚିଲା ଶିବାଲିକ୍ ଜାହାଜ: ଦୂର ହେବ ଏଲପିଜି ସଙ୍କଟ

Spread the love

Spread the loveନୂଆଦିଲ୍ଲୀ : ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ପତାକା ବିଶିଷ୍ଟ ଏଲପିଜି ଟ୍ୟାଙ୍କର୍ ଶିବାଲିକ୍ ଏଲପିଜି କ୍ୟାରିଅର ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି। ଜାହାଜଟି ହର୍ମୁଜରୁ ସୁରକ୍ଷିତ ଭାବରେ ପାର ହୋଇ ଭାରତ ଅଭିମୁଖେ ଯାତ୍ରା କରିଥିଲା, … Read More

ନିର୍ବାଚନ ତାରିଖ ଘୋଷଣା ପରେ ପଶ୍ଚିମବଙ୍ଗ ଡିଜିପିଙ୍କ ସମେତ ୪ ଆଇପିଏସ ଅଫିସରଙ୍କୁ ବଦଳି

Spread the love

Spread the loveନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ନିର୍ବାଚନ ତାରିଖ ଘୋଷଣା ହେବା ପରେ ନିର୍ବାଚନ କମିଶନ ସକ୍ରିୟ ହୋଇଯାଇଛନ୍ତି । ନିର୍ବାଚନ ଆୟୋଗ ତାରିଖ ଘୋଷଣା ମାତ୍ର ଦିନକ ଭିତରେ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ପଶ୍ଚିମବଙ୍ଗର ମୁଖ୍ୟ … Read More

ଆର୍ୟଲାଣ୍ଡରେ ଜରୁରୀ ଅବତରଣ କଲା ନ୍ୟୁୟର୍କରୁ ଦିଲ୍ଲୀ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନ

Spread the love

Spread the loveନୂଆଦିଲ୍ଲୀ : ନ୍ୟୁୟର୍କରୁ ଦିଲ୍ଲୀ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଆର୍ୟଲାଣ୍ଡରେ ଜରୁରୀ ଅବତରଣ କରିଛି । ଏୟାର ଇଣ୍ଡିଆ ବିମାନ ନ୍ୟୁୟର୍କରୁ ଦିଲ୍ଲୀକୁ ଉଡ଼ାଣ ଭରିଥିଲା । ବିମାନଟି ସ୍ଥାନୀୟ ସମୟ ଭୋର୍ … Read More

ଏପ୍ରିଲ ୧ରୁ ମହଙ୍ଗା ହେବ ବାର୍ଷିକ ଟୋଲ୍ ପାସ୍

Spread the love

Spread the loveନୂଆଦିଲ୍ଲୀ : ହାଇୱେରେ ଯାତାୟାତ କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଖବର । ଆସନ୍ତା ଏପ୍ରିଲ ୧ ତାରିଖରୁ ଜାତୀୟ ରାଜପଥ ଦେଇ ଯାତ୍ରା କରିବା ଆହୁରି ମହଙ୍ଗା ହେବାକୁ ଯାଉଛି । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) … Read More

ଦୁବାଇ ଏୟାରପୋର୍ଟ ନିକଟରେ ଡ୍ରୋନ୍ ଆଟାକ୍, ସମସ୍ତ ଉଡ଼ାଣ ରଦ୍ଦ

Spread the love

Spread the loveଦୁବାଇ : ଆମେରିକା-ଇସ୍ରାଏଲ-ଇରାନ ମଧ୍ୟରେ ଚାଲିଥିବ ଯୁଦ୍ଧ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ସୋମବାର ସକାଳୁ ସକାଳୁ ଦୁବାଇ ଆନ୍ତର୍ଜାତୀୟ ବିମାନ ବନ୍ଦର ନିକଟରେ ବଡ଼ ଧରଣର ଡ୍ରୋନ୍ ଆଟାକ୍ ହୋଇଛି । ଏହି ଆକ୍ରମଣରେ ଏୟାରପୋର୍ଟ … Read More

ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ କାମ କରିବେ ନବନିର୍ବାଚିତ ସାଂସଦ: ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିର୍ବାଚିତ ରାଜ୍ୟସଭା ପ୍ରାର୍ଥୀ ମନମୋହନ ସାମଲ ଏବଂ ସୁଜିତ କୁମାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗଣମାଧ୍ୟମର ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ପାଇଁ ଆଜି ଏକ ଐତିହାସିକ ଦିନ। ଏହି … Read More