ନନ୍ଦନକାନନକୁ ଆସିଲେ ୫ ପ୍ରଜାତିର ୧୧ ନୂଆ ଅତିଥି

Spread the love

Spread the loveବାରଙ୍ଗ : ନନ୍ଦନକାନନ ଆସିଲେ ନୂଆ ଅତିଥି । ପ୍ରଥମଥର ପାଇଁ ପର୍ଯ୍ୟଟକ ଦେଖିବାକୁ ପାଇବେ ‘ରିଙ୍ଗ ଟେଲଡ୍ ଲେମୁର୍’। ଚଳିତ ବର୍ଷର ପ୍ରଥମ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ଏହି ଜନ୍ତୁ ନନ୍ଦନକାନନ ଆସିଛନ୍ତି । ପ୍ରାଣୀଉଦ୍ୟାନ ନନ୍ଦନକାନନ ଓ … Read More

ଗର୍ଭବତୀଙ୍କୁ ହତ୍ୟା କରି ନଦୀରେ ଫିଙ୍ଗି ଦେଲେ ଶ୍ବଶୁର ଘର ଲୋକ !

Spread the love

Spread the loveଭଦ୍ରକ: ଗର୍ଭବତୀଙ୍କୁ ଜୀବନରୁ ମାରିଦେଇ ନଦୀକୁ ଫିଙ୍ଗି ଦେଲେ ଶ୍ବଶୁର ଘର ଲୋକ । ଭଦ୍ରକ ଜିଲ୍ଲା ପୀରହାଟ ଥାନା ସାପକାତିଆ ଗାଁରେ ଜଣେ ଗର୍ଭବତୀ ମହଳାଙ୍କୁ ଯୋଜନାବଦ୍ଧ ଭାବରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମହିଳାଙ୍କୁ ଶ୍ୱଶୁର … Read More

ରନ୍ଧନ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ରାସ୍ତାରେ ଚୁଲି ଜାଳି ପ୍ରତିବାଦ କଲା ବିଜେଡି

Spread the love

Spread the love ଭୁବନେଶ୍ୱର : ରାଜରାସ୍ତାରେ ବିଜେଡିର ପ୍ରତିବାଦ । ରନ୍ଧନ ଗ୍ୟାସ୍ ଦରବୃଦ୍ଧି ପ୍ରତିବାଦରେ ଆଜି ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ମାଷ୍ଟର କ୍ୟାଣ୍ଟିନ ଛକରେ  ଆନ୍ଦୋଳନ କରିଛି ବିଜେଡି । ଅଭିନବ … Read More

ଭିଜିଲାନ୍ସ ଜାଲରେ OAS ବାବୁ, ବ୍ୟାଙ୍କରେ ଜମା ଅଛି ୭ କୋଟିରୁ ଅଧିକ ଟଙ୍କା, ନଗଦ ୨ ଲକ୍ଷ ୧୫ ହଜାର ଟଙ୍କା ଜବତ

Spread the love

Spread the loveକଟକ: ଭିଜିଲାନ୍ସ ଜାଲରେ OAS ବାବୁ । କଟକ କଣ୍ଟାପଡା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଯାଞ୍ଚ କରୁଛି ଟିମ୍ ।OAS ବାବୁଙ୍କ ବ୍ୟାଙ୍କରେ ୭ କୋଟିରୁ ଅଧିକ ଜମା … Read More

ମଧ୍ୟପ୍ରାଚ୍ୟରେ ଫସିଛନ୍ତି ଓଡ଼ିଆ ଶ୍ରମିକ: ସ୍ବଦେଶ ଫେରାଇ ଆଣିବାକୁ ପରିବାରର ନିବେଦନ

Spread the love

Spread the loveକେନ୍ଦ୍ରାପଡା : ମଧ୍ୟପ୍ରାଚ୍ୟରେ ଫସିଛନ୍ତି ଓଡ଼ିଆ ଶ୍ରମିକ । ଆମେରିକା ଓ ଇରାନ ଯୁଦ୍ଧର ଖବର ଶୁଣି ଫସିଥିବା ଓଡ଼ିଆ ଶ୍ରମିକଙ୍କ ପରିବାର ଲୋକ ଅସ୍ତବ୍ୟସ୍ତ । ଘର ଲୋକଙ୍କ କାନ୍ଦବୋବାଳିରେ ଫାଟୁଛି ଗାଁ ଦାଣ୍ଡ । କେନ୍ଦ୍ରାପଡା ଜିଲ୍ଲା … Read More

ରେଢାଖୋଲ ବନଖଣ୍ଡର ବିଭିନ୍ନ ରେଞ୍ଜର ଜଙ୍ଗଲରେ ଲାଗିଛି ନିଆଁ

Spread the love

Spread the loveରେଢାଖୋଲ: ଜଳୁଛି ଜଙ୍ଗଲ। ରେଢାଖୋଲ ବନଖଣ୍ଡର ବିଭିନ୍ନ ରେଞ୍ଜର ଜଙ୍ଗଲରେ ଲାଗିଛି ନିଆଁ । ହୁ ହୁ ହୋଇ ଜଳୁଛି ଜଙ୍ଗଲ । କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଯୋଗୁ ବହୁ ମୂଲ୍ୟବାନ ଗଛ ପୋଡି ପାଉଁଶ ହୋଇଯାଇଛି । ଜୀବଜନ୍ତୁ ମଧ୍ଯ ଅକାରଣେ ମୃତ୍ଯୁବରଣ କରୁଛନ୍ତି । ରେଢ଼ାଖୋଲ ବନଖଣ୍ଡ ଅନ୍ତର୍ଗତ ଗିରିଶ୍ଚନ୍ଦ୍ରପୁର,ଚାରମାଳ,ବଡମାଳରେଞ୍ଜ,ନାକଟିଦେଉଳ, ବଡବାହାଳ ବନାଞ୍ଚଳର ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଲାଗିଛି ନିଆଁ । ପ୍ରକୋପ ଏତେ ଜୋରରେ ଥିଲା ଯେ ବନବିଭାଗ ଆୟତ୍ତ କରିବାକୁ ନାକେଦମ ହୋଇପଡିଥିଲା । ଖରାଦିନ ଆସିନଥିବାବେଳେ ଏବେଠୁ ଜଙ୍ଗଲ ନିଆଁ ଚିନ୍ତାର କାରଣ ପାଲଟିଛି । ଗତକାଲି ସେହିଭଳି, ଗ୍ରୀଷ୍ମ ଋତୁ ଆରମ୍ଭ ନହେଉଣୁ ଡରାଇଲାଣି ଜଙ୍ଗଲ ନିଆଁ ଭୟ ।  ନିଆଁ ଆୟତ୍ତ କରିବା ପାଇଁ ନାକେଦମ ହେଲେଣି ବନବିଭାଗ କର୍ମଚାରୀ ।  … Read More

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ଘରୋଇ ହସ୍ପିଟାଲରେ ଉତ୍ତେଜନା

Spread the love

Spread the loveକଟକ: ଜଲାରପୁର ଗାଁର ଜ୍ୟୋତିରଞ୍ଜନ ବାରିକଙ୍କ ପତ୍ନୀ ଚନ୍ଦ୍ରକାନ୍ତାଙ୍କର ଗଲ୍ ବ୍ଲାଡରରେ ଷ୍ଟୋନ ଅପରେସନ ପାଇଁ ଭର୍ତ୍ତି କରାଯାଇଥିଲା । ଅପରେସନ ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । … Read More

ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କ, ଠିକ୍ ସମୟରେ ଆସୁନି ସିଲିଣ୍ଡର

Spread the love

Spread the loveଭୁବନେଶ୍ବର: ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଗ୍ୟାସ୍ ଯୋଗାଣରେ ବାଧା । ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର। ଏଲପିଜି ସିଲିଣ୍ଡର ପାଇଁ ଏଜେନସୀ ଆଗରେ ଲମ୍ବା ଲାଇନ। ସ୍ଥିତି ଏମିତି ହେଇଛି ଯେ, … Read More

କର୍ତ୍ତବ୍ୟରେ ଅବହେଳା ଅଭିଯୋଗ, ୩ ବନ କର୍ମଚାରୀ ନିଲମ୍ବିତ

Spread the love

Spread the loveକେନ୍ଦୁଝର: କର୍ତ୍ତବ୍ୟରେ ଅବହେଳା ପାଇଁ ୩ ବନ କର୍ମଚାରୀ ସସପେଣ୍ଡ । କେନ୍ଦୁଝର ବନବିଭାଗ ମୁଖ୍ୟାଳୟରେ ଅନୁପସ୍ଥିତି ଓ ଅଗ୍ନି ପରିଚାଳନାରେ ଅବହେଳା ଯୋଗୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କେନ୍ଦୁଝର ଫରେଷ୍ଟର ପ୍ରମୋଦ ବେହେରାଙ୍କୁ ନିଲମ୍ବନ କରାଯାଇଛି । ଏହାସହ ଘଟଗାଁ ଫରେଷ୍ଟର ବିଶ୍ବରଂଜନ ମିଶ୍ର ଓ ଫରେଷ୍ଟ ଗାର୍ଡ ହୃଦାନନ୍ଦ ମହାନ୍ତି ନିଲମ୍ବିତ ହୋଇଛନ୍ତି । ହାତୀମାନଙ୍କ ଦ୍ବାରା ଫସଲ ହାନିଜନିତ କ୍ଷୟକ୍ଷତି ଆକଳନରେ ମଧ୍ୟ ଅବହେଳା କରିଥିବା ଜଣାପଡିଛି । ଏଥିସହ ଗତକାଲି ଏକ ରିପୋର୍ଟରୁ ଜଣାପଡିଥିଲା ଯେ, ଗ୍ରୀଷ୍ମ ଋତୁ ଆରମ୍ଭ ନହେଉଣୁ ଡରାଇଲାଣି ଜଙ୍ଗଲ ନିଆଁ ଭୟ ।  ନିଆଁ ଆୟତ୍ତ କରିବା ପାଇଁ ନାକେଦମ ହେଲେଣି ବନବିଭାଗ କର୍ମଚାରୀ ।  ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନାଞ୍ଚଳ ଅଧିନ ଟାକରା ଫରେଷ୍ଟ ସେକ୍ସନର ବିଭିନ୍ନ ସ୍ଥାନରେ ହୁତୁହୁତୁ ହୋଇ ଜଳୁଛି ନିଆଁ । ଦିନରାତି ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ କରି ନିଆଁ ଆୟତ୍ତ କରିବାରେ ଲାଗି ପଡିଛନ୍ତି ସ୍ଥାନୀୟ ବନ କର୍ମଚାରୀ ।  ଏହାସହ ଗାଁକୁ ଗାଁ ବୁଲି ଜନସାଧାରଣଙ୍କୁ ସଚେତନ କରିବା ଦିଗରେ ନିଜର ଉଦ୍ୟମ ଜାରି ରଖିଛନ୍ତି ଟାକରା ବନପାଳ ରାକେଶ କୁମାର ସାହୁ ।

ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା, ଆସନ୍ତା ୨୪ ଘଣ୍ଟାରେ ୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା

Spread the love

Spread the loveଭୁବନେଶ୍ବର: ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି ।  ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ … Read More