ପୁତ୍ର ସନ୍ତାନ ଜନ୍ମ କଲେ ନବମ ଶ୍ରେଣୀ ଛାତ୍ରୀ, ଥାନାରେ ମାମଲା

Spread the love

Spread the love କନ୍ଧମାଳରେ : କନ୍ଧମାଳରେ ଲଜ୍ଜା ।  ପୁତ୍ର ସନ୍ତାନ ଜନ୍ମ କଲେ ଜଣେ ନବମ ଶ୍ରେଣୀ ଛାତ୍ରୀ ।  ହଷ୍ଟେଲରେ ରହୁଥିବା ଜଣେ ଅନ୍ତେବାସୀ ଶିଶୁପୁତ୍ର ଜନ୍ମ କରିଛନ୍ତି । କନ୍ଧମାଳ ଜିଲ୍ଳା ଫିରିଙ୍ଗିଆ ବ୍ଳକ ମଙ୍ଗଳ ବିଭାଗ … Read More

ଏପ୍ରିଲ ୮ରେ ମହମ୍ମଦ ମୋକିମଙ୍କ ନୂଆ ଦଳ

Spread the love

Spread the loveକଟକ : ଓଡିଶା ଜନତା କଂଗ୍ରେସ ହେବ ମହମ୍ମଦ ମୋକିମଙ୍କ ନୂଆ ଦଳର ନାଁ  ।  ଦଳର ନାଁ ‘ଓଡିଶା ଜନତା କଂଗ୍ରେସ ‘ ହେଉଥିବା ବେଳେ ଦଳୀୟ ପତାକାର ଚିତ୍ର ସାମ୍ନାକୁ ଆଣିଛନ୍ତି ମହମ୍ମଦ ମୋକିମ ।  ଦଳର … Read More

ଟପ୍ ମାଓବାଦୀଙ୍କୁ ଘେରିଛନ୍ତି ସୁରକ୍ଷାକର୍ମୀ, ସରଣ୍ଡାରେ ଚାଲିଛି ବଡ଼ ମାଓ ଅପରେସନ୍

Spread the love

Spread the loveରାଉରକେଲା: ଘେରାବନ୍ଦୀରେ କୋଟିଏ ଟଙ୍କିଆ ଟପ୍ ମାଓବାଦୀ । ସରଣ୍ଡାରେ ଚାଲିଛି ବଡ଼ ମାଓ ଅପରେସନ୍ । ଓଡ଼ିଶା-ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କୁ ଘେରିଛନ୍ତି ସୁରକ୍ଷାକର୍ମୀ । ଚାଲିଛି ଭୀଷଣ ଗୁଳି ବିନିମୟ । ଟପ୍ ମାଓ … Read More

ଘରେ ପଶିଗଲା ଆମ୍ବୁଲାନ୍ସ , ୩ ଗୁରୁତର

Spread the love

Spread the loveଦଶପଲ୍ଲା: ରାତିଅଧରେ ଘରେ ପଶିଗଲା ଆମ୍ବୁଲାନ୍ସ । ଖୋର୍ଦ୍ଧା – ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରୁ ଏକ ଆମ୍ବୁଲାନ୍ସ ବୌଦ୍ଧ – ଫୁଲବାଣୀ ଅଭିମୁଖେ ଯାଉଥିବାବେଳେ ଦଶପଲ୍ଲାରେ ରାସ୍ତା କଡରେ ଥିବା ବାବୁଲା … Read More

ଆଜିଠୁ ୩ ଦିନ ପ୍ରବଳ ବର୍ଷା, ୪୦ରୁ ୫୦ କିଲୋମିଟର ବେଗରେ ବହିବ ପବନ

Spread the love

Spread the loveଭୁବନେଶ୍ବର: କମିବ ତାପମାତ୍ରା । ଘୂର୍ଣ୍ଣିବଳୟ ପ୍ରଭାବରେ କାଲି ଯାଏ ବର୍ଷା ସମ୍ଭାବନା । ଓଡିଶା ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା … Read More

ନନ୍ଦନକାନନକୁ ଆସିବାକୁ ଯାଉଛନ୍ତି ନୂଆ ପ୍ରଜାତିର ଅତିଥି

Spread the love

Spread the loveଭୁବନେଶ୍ଵର: ନନ୍ଦନକାନନକୁ ଆସିବାକୁ ଯାଉଛନ୍ତି ନୂଆ ପ୍ରଜାତିର ଅତିଥି। ବିଶାଖାପାଟଣାର ଇନ୍ଦିରା ଗାନ୍ଧୀ ପ୍ରାଣୀ ଉଦ୍ୟାନ ସହିତ ଏକ ପ୍ରାଣୀ ବିନିମୟ କାର୍ଯ୍ୟକ୍ରମର ଅଂଶ ଭାବରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପରିଦର୍ଶକମାନେ ଖୁବ୍ ଶୀଘ୍ର ନୂତନ ପ୍ରଜାତି ଦେଖିବେ। … Read More

ସରକାରୀ କାର୍ଯ୍ୟରେ ଦୁର୍ନୀତି ନକରିବାକୁ ମନ୍ତ୍ରୀଙ୍କ ଚେତାବନୀ

Spread the love

Spread the loveଭୁବନେଶ୍ୱର: ରାଜ୍ୟରେ ଦୁର୍ନୀତି ବୃଦ୍ଧି ପାଇଛି। ବିଶେଷ କରି ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ ଅଧିକ ପରିଲକ୍ଷିତ ହେଉଛି। ତେଣୁ ସବୁବେଳେ ସରକାରୀ କାର୍ଯ୍ୟରେ କୌଣସି ପ୍ରକାର ଦୁର୍ନୀତି ନକରିବାକୁ ନିର୍ଦ୍ଦେଶ ଦିଆଯାଉଛି। ଦୁର୍ନୀତିର ଅଭିଯୋଗ ଆସିଲେ କଠୋର କାର୍ଯ୍ୟାନୁଷ୍ଠାନ … Read More

ବେଙ୍ଗଲରେ ରାଷ୍ଟ୍ରପତିଙ୍କୁ ଅସମ୍ମାନ! ପ୍ରୋଟୋକଲ୍ ଉଲ୍ଲଂଘନ ନେଇ କ୍ଷୋଭ ପ୍ରକାଶ କଲେ ଦ୍ରୌପଦୀ ମୁର୍ମୁ

Spread the love

Spread the loveକୋଲକାତା: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ଶନିବାର ଦିନ ଉତ୍ତର ବଙ୍ଗଳାରେ ନବମ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀରେ ଯୋଗ ଦେବାକୁ ଯାଇଥିବା ବେଳେ ପ୍ରୋଟୋକଲ୍ … Read More

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ: ପାକିସ୍ତାନରେ ତେଲ ଦର ଆକାଶଛୁଆଁ

Spread the love

Spread the loveଇସଲାମାବାଦ: ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ପାକିସ୍ତାନ  ଉପରେ ପଡ଼ିଛି। ପାକିସ୍ତାନରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୫୫ଟଙ୍କା ବୃଦ୍ଧି ପାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ତିନି ଜଣ କେନ୍ଦ୍ରୀୟ ମନ୍ତ୍ରୀ ଏହି ଦର ବୃଦ୍ଧି ନେଇ ଘୋଷଣା କରିଛନ୍ତି। … Read More

ଜଳିଗଲା ରଙ୍ଗ ତିଆରି କାରଖାନା, ୫ ମହିଳା ମୃତ, ଅନେକ ଗୁରୁତର

Spread the love

Spread the loveହରିୟାଣା : ହରିୟାଣାର ଜିନ୍ଦରେ ହୋଲି ରଙ୍ଗ ଏବଂ ଅବିର ତିଆରି ହେଉଥିବା ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଭୟଙ୍କର ଅଗ୍ନିକାଣ୍ଡରେ ୫ ଜଣ ମହିଳାଙ୍କ ଜୀବନ ଚାଲିଯାଇଥିବା ବେଳେ ୨୦ରୁ ଅଧିକ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି … Read More