ତୋଷାଳୀ ଭବନରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍
Spread the loveଭୁବନେଶ୍ବର: ତୋଷାଳୀ ଭବନରେ ଅଗ୍ନିକାଣ୍ଡ । ଭୁବନେଶ୍ବର ସତ୍ୟନଗର ସ୍ଥିତ ତୋଷାଳି ଭବନରେ ନିଆଁ ଲାଗିଛି । ଳୋକାୟୁକ୍ତଙ୍କ କାର୍ଯ୍ୟାଳୟ ରେକଡରୁମ ୩ରେ ନିଆଁ ଲାଗିଥିବା ସୂଚନା । ଘଟଣାୋସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବିଭାଗ । … Read More
