ନିଜ ସର୍ଭିସ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ ଯବାନ
Spread the loveରାଉରକେଲା: ନିଜକୁ ଗୁଳିକଲେ ସିଆରପିଏଫ୍ ଯବାନ । ରାଉରକେଲାରେ ନିଜ ସର୍ଭିସ ବନ୍ଧୁକରେ ନିଜକୁ ଗୁଳିକଲେ CRPF ଯବାନ । ଗୁରୁତର ଅବସ୍ଥାରେ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଛନ୍ତି । ମୃତ ସିଆରପିଏଫ୍ ଯବାନ … Read More
