ମାଲକାନଗିରିରେ ଆଶ୍ରୟ ନେଲେ ଛତିଶଗଡ଼ ବିଧାୟକ ଲଛମା କବାସୀ

Spread the love

Spread the loveମାଲକାନଗିରି: ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ ପରେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ରାଜ୍ୟ କୋଣ୍ଟା ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ତଥା ପୂର୍ବତନ ଅବକାରୀ ବିଭାଗ ମନ୍ତ୍ରୀ ଲଛମା କବାସୀ ମାଲକାନଗିରିରେ ଆଶ୍ରୟ ନେଇଛନ୍ତି। ଛତିଶଗଡର ମଦ ଘୋଟାଲା ମାମଲାରେ … Read More

ଦଳବିରୋଧୀ କାର୍ଯ୍ୟ ପାଇଁ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷ ବିଜେଡିରୁ ନିଲମ୍ବିତ

Spread the love

Spread the love ବ୍ରହ୍ମଗିରି : ବିଜେଡିରୁ ନିଲମ୍ବିତ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା । ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହୋଇଛନ୍ତି ସରୋଜିନୀ ତରାଇ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରୋଜିନୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ … Read More

କାର୍ ଦୁର୍ଘଟଣାରେ ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Spread the love

Spread the love ବ୍ରହ୍ମପୁର : ଚିକିଟି ସୁନପୁରରୁ ବିଶାଖାପାଟଣା ଗଲାବେଳେ ଭୟଙ୍କର ଦୁର୍ଘଟଣା । ଆଇଚରରେ ପିଟିହେଲା କାର୍ । ଦୁର୍ଘଟଣାରେ ପରିବାରର ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ୫ ଜଣଙ୍କୁ ମେଡିକାଲରେ … Read More

ଜମାକାରୀଙ୍କ ଦେଢ଼ କୋଟି ଟଙ୍କା ହଡ଼ପ କରି ପୋଷ୍ଟ ମାଷ୍ଟର ଚମ୍ପଟ

Spread the love

Spread the loveଜଳେଶ୍ବର: ଜମାକାରୀଙ୍କ ଭରସା ଭାଙ୍ଗି ଦେଲା ପୋଷ୍ଟ ଅଫିସ । ଜମାକାରୀଙ୍କ ଟଙ୍କା ଲୁଟ୍ କରି ଚମ୍ପଟ ମାରିଛି ପୋଷ୍ଟ ମାଷ୍ଟର । ବର୍ଷ ବର୍ଷର ପରିଶ୍ରମ ଅର୍ଥକୁ ଫେରି ପାଇବା ପାଇଁ ମୁଣ୍ଡ ବାଡେଇ କାନ୍ଦୁଛନ୍ତି ଜମାକାରୀ । … Read More

ଶିିମିଳିପାଳରୁ ମିଳିଲା କ୍ୟାନସର ଔଷଧ ତିଆରି ପାଇଁ ଗୁଳ୍ମ

Spread the love

Spread the love ମୟୂରଭଞ୍ଜ : ମୟୂରଭଞ୍ଜରୁ ବଡ଼ ଖବର ।  ଶିିମିଳିପାଳରୁ ମିଳିଲା କ୍ୟାନସର ରୋଗ ଚିକିତ୍ସା ପାଇଁ ଔଷଧୀୟ ଗୁଣ! ଥିବା ବୃକ୍ଷଲତା। ଓଡ଼ିଶାରେ ପ୍ରଥମ ଥର ପାଇଁ ୧୪୮ ପ୍ରଜାତିର ‘ଲାଇକେନ୍’ ଚିହ୍ନଟ ହୋଇଛି ।  ବିଶ୍ୱକୁ ଏହା … Read More

ବରଯାତ୍ରୀ ବେଶରେ ଆସି ଗିଫ୍ଟ ଓ ୩ ଲକ୍ଷ ଟଙ୍କା ଲୁଟିନେଲେ

Spread the love

Spread the love ଭୁବନେଶ୍ୱର : ରାଜଧାନୀରେ ହାଇଟେକ ଚୋର ।  ବରଯାତ୍ରୀ ବେଶରେ ଆସିଲେ, କଳାକନା ବୁଲାଇ ଚାଲିଗଲେ । ଭୁବନେଶ୍ୱରର ଏକ ତାରକା ହୋଟେଲରେ ବାହାଘର ଚାଲିଥିବା ବେଳେ ହୋଇଛି ଲୁଟ୍ । ବରଯାତ୍ରୀ ବେଶରେ ଆସି ଦୁର୍ବୃତ୍ତମାନେ ପ୍ରଥମେ … Read More

ପୀତବାସ ପଣ୍ଡା ହତ୍ୟା ଅଭିଯୁକ୍ତ ବିକ୍ରମ ପଣ୍ଡା ଅସୁସ୍ଥ

Spread the love

Spread the loveବ୍ରହ୍ମପୁର: ବିକ୍ରମ ପଣ୍ଡା ଅସୁସ୍ଥ । ଚିକିତ୍ସା ପାଇଁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି । କଡ଼ା ସୁରକ୍ଷା ବଳୟରେ ବ୍ରହ୍ମପୁର ଜେଲରୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଉଚ୍ଚ ରକ୍ତଚାପ ଯୋଗୁଁ ଅସୁସ୍ଥ ହୋଇପଡିଥିଲେ ବିକ୍ରମ । … Read More

ହତ୍ୟା ପରେ ଅଖାରେ ମୃତଦେହ ବାନ୍ଧି ପୋଖରୀକୁ ଫିଙ୍ଗିଦେଲେ

Spread the love

Spread the loveମୟୂରଭଞ୍ଜ : ଅଖା ଭିତରେ ମୃତଦେହ । ହତ୍ୟା ପରେ ଅଖା ଭିତରେ ପୁରାଇ ପୋଖରୀକୁ ଫିଙ୍ଗିଦେଲେ ଦୁର୍ବୃତ୍ତ। ମୟୂରଭଞ୍ଜ ଜିଲ୍ଲା ବେତନଟୀ ଉପକଣ୍ଠ ସଠିଲୋ ପଞ୍ଚାୟତ ପୁରୁଣାପାଣିରେ ଘଟଣା ଘଟିଛି । ଅଖା ଭିତରେ ଜଣେ ବୃଦ୍ଧାଙ୍କ ମୃତଦେହ … Read More

ମଣ୍ଡିରେ ଉତ୍ତେଜନା, ୩ଟି ଧାନ ବୋଝେଇ ଟ୍ରକକୁ ଅଟକ ରଖିଲେ ଚାଷୀ

Spread the love

Spread the loveଭୁବନେଶ୍ୱର : ଧାନମଣ୍ଡିରେ ଉତ୍ତେଜନା । ୩ଟି ଧାନ ବୋଝେଇ ଟ୍ରକ ଅଟକ ରଖିଲେ ଚାଷୀ । କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ ନିଆଳ ପ୍ରାଥମିକ କୃଷି ସେବା ସମବାୟ ସମିତିର ଦୃଶ୍ୟ । ବିଭିନ୍ନ ଆଳ ଦେଖାଇ ଧାନ … Read More

ଯୁକ୍ତ ୨ ଓ ମାଟ୍ରିକ ପରୀକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

Spread the love

Spread the loveଭୁବନେଶ୍ୱର : ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା, ୧୯ରୁ ହେବ ମାଟ୍ରିକ ପରୀକ୍ଷା । ପରୀକ୍ଷାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନେଇ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ପରୀକ୍ଷା ପରିଚାଳନାରେ କୌଣସି … Read More