ଅସ୍ତ୍ର ପରିତ୍ୟାଗ କଲେ ୫ ନକ୍ସଲ, ପାଇଲେ ସରକାରୀ ସହାୟତା
Spread the loveମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳଯରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପି ପ୍ରଭାତ କୁମାରଙ୍କ ସମ୍ମୁଖରେ ବନ୍ଧୁକ ଓ ବୋମା ସହ ଏହି … Read More