ସଂସଦରେ ନାରାବାଜି, ପେପର ଚିରି ଫିଙ୍ଗିବାରୁ ୮ ସାଂସଦ ନିଲମ୍ବିତ

Spread the love

Spread the loveନୂଆଦିଲ୍ଲୀ: ଆଜି ସଂସଦରେ ବିରୋଧୀ ପକ୍ଷର ୮ ଜଣ ସାଂସଦ ନିଲମ୍ବିତ ହୋଇଛନ୍ତି । ଚଳିତ ବଜେଟ୍‌ ଅଧିବେଶନରୁ ପୁରା ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିବାଦୀୟ ମନ୍ତବ୍ୟରୁ ଗୃହରେ … Read More

ଏୟାର ଇଣ୍ଡିଆର ଇନ୍ଧନ ସ୍ବିଚରେ ତ୍ରୁଟି, ବୋଇଂ ୭୮୭ ବିମାନର ଯାଞ୍ଚ ଆରମ୍ଭ

Spread the love

Spread the loveନୂଆଦିଲ୍ଲୀ : ଗତକାଲି ଲଣ୍ଡନରୁ ବାଙ୍ଗାଲୋର ଅଭିମୁଖେ ଯାତ୍ରା କରିବା ପୂର୍ବରୁ ଏୟାର ଇଣ୍ଡିଆର ଜଣେ ପାଇଲଟ୍ ବୋଇଂ ୭୮୭ ଡ୍ରିମଲାଇନର ବିମାନର ଇନ୍ଧନ ନିୟନ୍ତ୍ରଣ ସ୍ୱିଚ୍‌ରେ ତ୍ରୁଟି ଥିବା ଅଭିଯୋଗ କରିଥିଲେ । ଯାହା ଫଳରେ ବିମାନ ଉଡ଼ାଣକୁ … Read More

ହ୍ବାଟ୍ସଆପକୁ ସୁପ୍ରିମ୍ ଚେତାବନୀ, ସମ୍ବିଧାନକୁ ଅନୁସରଣ ନକଲେ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ

Spread the love

Spread the love ନୂଆଦିଲ୍ଲୀ : ହ୍ବାଟ୍ସଆପ୍ କୁ ସୁପ୍ରିମ୍ ଚେତାବନୀ ।  ଯଦି ତୁମେ ଭାରତୀୟ ସମ୍ବିଧାନକୁ ଅନୁସରଣ କରିପାରୁନ ତେବେ ଭାରତ ଛାଡ଼ିଦିଅ ।  ଭାରତର ଯେକୌଣସି ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟ ସହିତ ଖେଳିବାରେ ହ୍ବାଟ୍ସଆପର କୌଣସି ଅଧିକାର ନାହିଁ। … Read More

ପଶ୍ଚିମବଙ୍ଗରେ ବେଆଇନ୍ ଖଣି ମାମଲା, ୧୦ ସ୍ଥାନରେ ଇଡି ରେଡ୍

Spread the love

Spread the loveକୋଲକାତା : ମଙ୍ଗଳବାର ଦିନ ଇଡି ପଶ୍ଚିମବଙ୍ଗର ୧୦ଟି ସ୍ଥାନକୁ ଚଢାଉ କରିଛି । ବେଆଇନ କୋଇଲା ଖଣି ଏବଂ ପରିବହନ ଅଭିଯୋଗରେ ମନି ଲଣ୍ଡରିଂ ତଦନ୍ତ ପାଇଁ ଇଡି ଚଢାଉ କରିଥିବା ଜଣାପଡିଛି । ରାଜ୍ୟ ପୋଲିସ ଅଧିକାରୀ … Read More

ଘାଟିକୁ ଖସିଲା ବସ୍, ୩ ମୃତ ଓ ଅନେକ ଆହତ

Spread the love

Spread the loveଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଡେରାଡୁନ୍ ଜିଲ୍ଲାର କାଳସୀ ଅଞ୍ଚଳର ହିମାଚଳ ପ୍ରଦେଶର ଏକ ଯାତ୍ରବାହୀ ବସଟି ଗଭୀର ଘାଟିରେ ଘସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ … Read More

ଟ୍ରେକିଂ ବେଳେ ଚାଲିଗଲା ଆଇନ ଛାତ୍ରୀଙ୍କ ଜୀବନ, ୩୯୦ ଫୁଟ୍ ଘାଟିରୁ ମିଳିଲା ମୃତଦେହ

Spread the love

Spread the loveମହାରାଷ୍ଟ୍ର : ମହାରାଷ୍ଟ୍ରର ଲୋନାୱାଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଲୋନାୱାଲାରେ ନବୀ ମୁମ୍ବାଇର ୧୯ ବର୍ଷୀୟ ଲ ଛାତ୍ରୀଙ୍କର ମୃତ୍ୟୁ ଘଟିଛି । ଟ୍ରେକିଂ ସମୟରେ ଏପରି ଘଟଣା ଘଟିଥିବା ଜଣାପଡିଛି । ମୃତକ ଶ୍ରେୟା … Read More

୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ଟାରିଫ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ

Spread the love

Spread the loveନୂଆଦିଲ୍ଲୀ: ଟାରିଫ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ ।  ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ … Read More

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ଶ୍ଵେତଗଙ୍ଗାରେ କରିବେ ପିଣ୍ଡଦାନ

Spread the love

Spread the loveପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା  ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ … Read More

ସହରାଞ୍ଚଳ ନିର୍ବାଚନ ପ୍ରସଙ୍ଗରେ ପିସିସି ସଭାପତିଙ୍କ ବଡ ବୟାନ

Spread the love

Spread the loveଭୁବନେଶ୍ବର: ନୂଆ ପୌର ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି ଯେ ପୌର ଏବଂ ଏନ୍‌ଏସି ନିର୍ବାଚନ  ବାଲଟ୍‌ ପେପରରେ କରିବାକୁ ଦାବି … Read More

ସୁବୁଦ୍ଧି ପାଟଣା ଗାଁରେ ଜଳ ସଙ୍କଟ: ପଞ୍ଚାୟତ ଅଫିସ ଘେରିଲେ ଗ୍ରାମବାସୀ

Spread the love

Spread the love ବାଣପୁର: ଖରାଦିନେ ସାଧାରଣତଃ ପାନୀୟ ଜଳ ସମସ୍ୟା ଦେଖାଦେଇଥାଏ। ଚିଲିକା ବ୍ଲକ ବଡ଼କୁଳ ପଞ୍ଚାୟତ ସୁବୁଦ୍ଧି ପାଟଣା ଗାଁରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗାଁରେ ୧୦୦ ପରିବାରକୁ ମାତ୍ର ୨ ଟି ଷ୍ଟାଣ୍ଡ ପୋଷ୍ଟ ରହିଛି। … Read More