ହର୍ମୁଜରେ ପୁଣି ମିସାଇଲ ଆଟାକ୍, ୫ ଭାରତୀୟ ଉଦ୍ଧାର
Spread the loveନୂଆଦିଲ୍ଲୀ: ହର୍ମୁଜ ପ୍ରଣାଳୀରେ ଏକ କୁୱେତ ପତାକାଯୁକ୍ତ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ପୁଣିଥରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଜାହାଜରେ ଥିବା ୫ ଜଣ ଭାରତୀୟ ନାଗରିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଓମାନରେ ଥିବା … Read More
