ଏଆଇଡିଏମକେ ସହ ମେଣ୍ଟ କଲା ବିଜେପି, ଏକାଠି ଲଢ଼ିବେ ତାମିଲନାଡୁ ବିଧାନସଭା ନିର୍ବାଚନ
Spread the loveତାମିଲନାଡୁରେ ଶାସକ ଡିଏମକେକୁ ହରାଇବା ପାଇଁ ବିଜେପି ନୂଆ ଗୋଟି ଚାଳନା କରିଛି। ଆଗାମୀ ୨୦୨୬ ବିଧାନସଭା ନିର୍ବାଚନରେ ଏହି ଜାତୀୟ ଦଳ ତାମିଲନାଡୁର ଆଞ୍ଚଳିକ ଦଳ ଏଆଇଡିଏମକେ(ଅଲ୍ ଇଣ୍ଡିଆ ଆନ୍ନା ଦ୍ରାଭିଡ଼ ମୁନ୍ନେତ୍ର କାଝାଗମ) ସହିତ ମେଣ୍ଟ … Read More