ରାଜଧାନୀରେ କିନ୍ନରଙ୍କୁ ହତ୍ୟା

Spread the love

Spread the loveଭୁବନେଶ୍ବର: ରାଜଧାନୀରେ କିନ୍ନରଙ୍କୁ ହତ୍ୟା । ଉତ୍ତରାକୌଶଲ୍ୟାଗଙ୍ଗ ନିକଟରେ ବୀଭତ୍ସ ହତ୍ୟାକାଣ୍ଡ। ଦୁର୍ବୃତ୍ତମାନେ ଜଣେ କିନ୍ନରଙ୍କୁ ଖିନଭିନ୍ କରି ହାଣି ହତ୍ୟା କରିଛନ୍ତି। ମୃତକ କିନ୍ନରଙ୍କ ନା ଅଞ୍ଜଳି। ତାଙ୍କ ଘର କଟକ ସାଲେପୁରରେ । ସେ ଭୁନେଶ୍ବରରେ ରହୁଥିଲେ। … Read More

ଚୌଦ୍ଵାର ଜେଲରେ କଏଦୀଙ୍କ ମୃତ୍ୟୁ

Spread the love

Spread the loveକଟକ: ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ ।  ବର୍ଷେ ହେବ ସଜ୍ଜା ଭୋଗୁଥିଲେ ।  ବିଚାରାଧୀନ କଏଦୀ ଭାବେ ହାଇ ସିକ୍ୟୁରିଟି ସେଲରେ ଥିଲ । ମୃତ କଏଦୀ ଜଟକ ଦରଘାବଳାର ଥାନା ହାତୀପୋର୍ଖରୀ ଅଂଚଳର ମହମ୍ମଦ କଲିମ୍ … Read More

ପ୍ରତିରକ୍ଷା ମନ୍ତ୍ରଣାଳୟକୁ ୭.୮ ଲକ୍ଷ କୋଟି ଟଙ୍କାର ବଜେଟ, ସେନାର ହେବ ଆଧୁନିକରଣ

Spread the love

Spread the loveନୂଆଦିଲ୍ଲୀ : ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ତାଙ୍କର ବଜେଟ୍ ଭାଷଣ ୮୫ ମିନିଟ୍ ରହିଥିଲା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତିରକ୍ଷା ମନ୍ତ୍ରଣାଳୟ ପାଇଁ ୭.୮ ଲକ୍ଷ … Read More

ମାଘ ପୂର୍ଣ୍ଣିମାରେ ପ୍ରୟାଗରାଜରେ ବୁଡ଼ ପକାଇଲେ ୯୦ ଲକ୍ଷ ଶ୍ରଦ୍ଧାଳୁ

Spread the love

Spread the loveପ୍ରୟାଗରାଜ : ଆଜି ପ୍ରୟାଗରାଜରେ ଆୟୋଜିତ ହୋଇଥିବା ମାଘ ପୂର୍ଣ୍ଣିମାର ସ୍ନାନ ଉତ୍ସବରେ ପ୍ରାୟ ୯୦ ଲକ୍ଷ ଶ୍ରଦ୍ଧାଳୁ ସଙ୍ଗମ ଏବଂ ଗଙ୍ଗାରେ ପବିତ୍ର ବୁଡ଼ ପକାଇଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି । ପ୍ରବଳ ଥଣ୍ଡା ହେବା ସତ୍ତ୍ବେ … Read More

Spread the love

Spread the loveନୂଆଦିଲ୍ଲୀ : ବଜେଟ୍ ଉପସ୍ଥାପନ କରୁଛନ୍ତି ନିର୍ମଳା ସୀତାରମଣ । ଏହା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନବମ ବଜେଟ୍ । ସଂସଦରେ ବଜେଟ୍ ୨୦୨୬-୨୭ ଆଗତ କରୁଛନ୍ତି ନିର୍ମଳା । ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ରଖିଲେ … Read More

ରାଜ୍ୟର ଆର୍ଥିକ ଅଭିବୃଦ୍ଧିକୁ ଆହୁରି ପ୍ରଖର କରିବ ଚଳିତ ବଜେଟ୍: ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ଚଳିତ ଆର୍ଥିକ ୨୦୨୬-୨୦୨୭ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ । ତେବେ ଏହି ବଜେଟକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି କି,ଏହି ବଜେଟ୍ ଐତିହାସିକ … Read More

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ

Spread the love

Spread the loveଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ବଜେଟ୍‌ ଉପରେ ମୁଁ ମୋର ନିରାଶା ପ୍ରକାଶ … Read More

ମହାମହିମଙ୍କ ସୁରକ୍ଷା ଦାୟିତ୍ଵରେ ୩୦ ପ୍ଲାଟୁନ ଫୋର୍ସ

Spread the love

Spread the loveଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କମିଶନରେଟ୍ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ କରିଛି । ସୁରକ୍ଷା ଦାୟିତ୍ଵରେ ୩୦ ପ୍ଲାଟୁନ ପୁଲିସ ଫୋର୍ସ ନିଯୋଜିତ କରାଯିବା ନେଇ କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି … Read More

ସାତକୋଶିଆରେ ବଢ଼ିଲା କୁମ୍ଭୀର ସଂଖ୍ୟା

Spread the love

Spread the loveଅନୁଗୁଳ: ସାତକୋଶିଆର ମହାନଦୀ ଗଣ୍ଡରେ ବଢ଼ିଛି କୁମ୍ଭୀର ସଂଖ୍ୟା। ଗତବର୍ଷ ତୁଳନାରେ ଉଭୟ ଘଡ଼ିଆଳ ଓ ମଗର ସଂଖ୍ୟା ବୃଦ୍ଧି ପାଇଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ମହାନଦୀ ଗଣ୍ଡର ଉତ୍ତମ ବାତାବରଣ କୁମ୍ଭୀର ସଂଖ୍ୟା ବଢ଼ିବାର କାରଣ … Read More

ପୋଖରୀରେ ବୁଡ଼ିଗଲେ ଭାଇ-ଭଉଣୀ

Spread the love

Spread the love ଯାଜପୁର ଟାଉନ : ପୋଖରୀରେ ବୁଡ଼ି ଭାଇ ଭଉଣୀ ମୃତ ।  ଯାଜପୁର ବ୍ଲକ୍ ଭୁବନେଶ୍ୱରପୁର ପଞ୍ଚାୟତ ସମସରପୁର ଗାଁର ଘଟଣା ।  ଖେଳିବାକୁ ଯାଇ ସାନଭାଇ ପୋଖରୀରେ ବୁଡିଯାଉଥିବା ଦେଖି ବଡ଼ ଭଉଣୀ ବଞ୍ଚେଇବାକୁ ଯାଇ ଉଭୟେ … Read More