ପାକିସ୍ତାନର ଏକ ମଲରେ ଅଗ୍ନିକାଣ୍ଡ; ୨୬ ମୃତ, ୮୧ ନିଖୋଜ
Spread the loveପାକିସ୍ତାନ : ପାକିସ୍ତାନର କରାଚୀର ଗୁଲ୍ ପ୍ଲାଜା ମଲ୍ରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୮୧ ଜଣ ନିଖୋଜ ରହିଛନ୍ତି । ବର୍ତ୍ତମାନ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଛି … Read More
