ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା, ରାଜସ୍ବ ବିଭାଗରେ ଲାଗୁ କରାଯିବ ନୂଆ ନିୟମ
Spread the loveଭୁବନେଶ୍ୱର: ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। … Read More
