କିସ୍ତୱାରରେ ଯବାନ-ଆତଙ୍କୀ ମୁହାଁମୁହିଁ : ୮ ଯବାନ ଆହତ, ‘ଅପରେସନ୍ ତ୍ରାଶି-I’ ଜାରି
Spread the loveଜମ୍ମୁ କଶ୍ମୀର : ଜମ୍ମୁକଶ୍ମୀର କିସ୍ତୱାରରେ ପୁଣି ଯବାନ ଓ ଆତଙ୍କୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୮ ଜଣ ଯବାନ ଆହତ ହୋଇଛନ୍ତି । ଆଗକୁ ଗଣତନ୍ତ୍ର ଦିବସ ପାଳନ ହେବାକୁ ଥିବା ବେଳେ ଏପରି ଘଟଣା ସାମ୍ନାକୁ … Read More
