ବାରଙ୍ଗରେ ଗୁଳିକାଣ୍ଡ, ୮ ଜଣଙ୍କୁ କାବୁ କଲା ପୋଲିସ

Spread the love

Spread the love ବାରଙ୍ଗ : ବାରଙ୍ଗରେ ଫୁଟିଲା ଗୁଳି !  ବାରଙ୍ଗ ଥାନା ତ୍ରିଶୂଳିଆ ଛକ ନିକଟ କୁସିନ୍ଦା ଗ୍ରାମରେ ଫୁଟିଛି ଗୁଳି ।  ଜମିଜମା ବିବାଦକୁ କେନ୍ଦ୍ରକରି ଫାଙ୍କା ଗୁଳି ଚାଳନା ହୋଇଥିବା ସୂଚନା ମିଳିଛି ।  ଘଟଣାସ୍ଥଳରେ ବାରଙ୍ଗ … Read More

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

Spread the love

Spread the loveଜଳେଶ୍ବର: ଥମୁନି ସଡ଼କ ଦୁର୍ଘଟଣା ।  ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ ।  ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଆମ୍ବପୂଞ୍ଜା ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା ।  ମୃତକ ହେଲେ କମର୍ଦ୍ଦା ଥାନା ବାଗ ଗାଁର … Read More

ଚାଲିଛି ପକ୍ଷୀ ଗଣନା, ସାରା ରାଜ୍ୟରେ ୫ଟି ରେଞ୍ଜ ପାଇଁ ୨୨ଟି ଟିମ୍ ଗଠନ

Spread the love

Spread the loveଭୁବନେଶ୍ବର: ସାରା ରାଜ୍ୟରେ ପକ୍ଷୀ ଗଣନା ।  ଚିଲିକା ଓ ହୀରାକୁଦରେ ପକ୍ଷୀ ଗଣନା ହେଉଛି ।  ଚିଲିକାରେ ସକାଳ ୬ଟାରୁ ଦିନ ୧ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା କରାଯିବ ।  ୫ଟି ରେଞ୍ଜ ପାଇଁ ମୋଟ ୨୨ଟି ଟିମ୍ … Read More

ଲାଗୁ ହେଲା ନୂଆ ପାର୍କିଂ ଫି, ୫୦୦ ନୁହେଁ ୨୪୦ ଟଙ୍କା ଭକ୍ତ ନିବାସର ପାର୍କିଂ ଫି’

Spread the love

Spread the loveପୁରୀ: ଆଜିଠୁ ଭକ୍ତ ନିବାସର ନୂଆ ପାର୍କିଂ ଫି ଲାଗୁ ।  ୫୦୦ ଟଙ୍କା ବଦଳରେ ୨୪୦ ଟଙ୍କା କରାଯାଇଛି ।  ପୁରୀରେ ବସିଥିବା ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି ।  କିଛିଦିନ ତଳେ ଭକ୍ତ ନିବାସରେ … Read More

ରାଜ୍ୟକୁ ଆସିବ ଏକ ଲକ୍ଷ କୋଟିର ପୁଞ୍ଜି, ୨୭ କମ୍ପାନୀ ସହ ବୁଝାମଣା ପତ୍ର ସ୍ବାକ୍ଷରିତ

Spread the love

Spread the loveଭୁବନେଶ୍ବର: ରାଜ୍ୟକୁ ଆସିବ ଏକ ଲକ୍ଷ କୋଟିର ପୁଞ୍ଜି ।  କୋଲକାତାରେ ଓଡ଼ିଶା ଇନଭେଷ୍ଟର୍ସ ମିଟରୁ ବଡ଼ ସଫଳତା । ୨୭ ଟି ବଡ଼ କଂପାନୀ ସହ ସ୍ବାକ୍ଷରିତ ହୋଇଛି ବୁଝାମଣା ପତ୍ର ।  ପଶ୍ଚିମବଙ୍ଗର କୋଲକାତାରେ ଆୟୋଜିତ ନିବେଶକ … Read More

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା କାର୍ ଓ ଅଟୋ, ଜଣେ ଜୀବନ୍ତ ଦଗ୍ଧ

Spread the love

Spread the love କନ୍ଧମାଳ : ମୁହାଁମୁହିଁ ଧକ୍କା ପରେ ଜଳିଗଲା କାର୍ ଓ ଅଟୋ  ।  ଜଣେ ଜୀବନ୍ତ ଦଗ୍ଧ ।  ଫୁଲବାଣୀ ସଦର ଥାନା ଆଇଟିଆଇ ନିକଟରେ ଦୁର୍ଘଟଣା ।  ମୁହାଁମୁହିଁ ଧକ୍କା ହେବା ପରେ ରାସ୍ତାରେ ହୁହୁ ହୋଇ … Read More

ଅଙ୍ଗନବାଡ଼ିରେ ଖୋଲିଲା ‘କ୍ରେଚ୍’, ବାଳାଶ୍ରମରେ ଆଧୁନିକ ରୋଷେଇ ଘର ଉଦଘାଟିତ

Spread the love

Spread the loveଭୁବନେଶ୍ବର: ‘ବେଟୀ ବଚାଓ ବେଟୀ ପଢ଼ାଓ’ ଅଭିଯାନ ଅନ୍ତର୍ଗତ ସପ୍ତାହବ୍ୟାପୀ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୬କୁ ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଆଜିଠାରୁ ଆସନ୍ତା ୨୪ ପର୍ଯ୍ୟନ୍ତ ଏହା ପାଳନ ହେବ । ଅନ୍ୟପଟେ, କର୍ମଜୀବୀ … Read More

ଉପରମୁହାଁ ପାରଦ, ଆସନ୍ତା କାଲିଠାରୁ ରାଜ୍ୟରେ କମିବ ଶୀତ

Spread the love

Spread the loveଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିର ଖବର । ଆସନ୍ତା କାଲିଠାରୁ ରାଜ୍ୟରେ କମିବ ଶୀତ । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବଢ଼ିଯିବ । ଏଥିପାଇଁ ପାରଦ … Read More

ଜାନୁଆରୀ ୩୧ରେ ଛତିଶଗଡ଼ ଯିବ ରାଜ୍ୟ ସରକାରଙ୍କ ମହାନଦୀ କମିଟି

Spread the love

Spread the loveଭୁବନେଶ୍ବର: ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି । ଆଗାମୀ ଜାନୁଆରୀ ୩୧ ଏବଂ ଫେବ୍ରୁଆରୀ ୧ ତାରିଖରେ ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି । ତାପୂର୍ବରୁ ୨୩ ତାରିଖରେ ବସିବ ସର୍ବଦଳୀୟ ବୈଠକ … Read More

ଚୀନ୍‌ରେ ନୋରୋଭାଇରସ୍‌ ଆତଙ୍କ: ୧୦୦ରୁ ଅଧିକ ସଂକ୍ରମିତ

Spread the love

Spread the loveବେଜିଂ: ଚୀନ୍‌ର ଉହାନ ସହରରୁ ଆରମ୍ଭ ହୋଇଥିବା କୋଭିଡ-୧୯ ସାରା ବିଶ୍ୱରେ ଭୟ ସୃଷ୍ଟି କରିଥିଲା। ଏହି ସଂକ୍ରମଣ ୨୦୧୯ ଶେଷ ଭାଗରେ ଆରମ୍ଭ ହୋଇଥିଲା। ଏବେ ଆଉ ଏକ ଭାଇରସ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏହି … Read More