ବୋମା ଖାଇ ହାତୀ ଗୁରୁତର

Spread the love

Spread the loveଅନୁଗୁଳ: ଅନୁଗୁଳ ଜିଲ୍ଲାର ବନ୍ତଳା ଅଞ୍ଚଳରେ ଗୁରୁବାର ଦିନ ଏକ ହାତୀ କଞ୍ଚା ବୋମା ଚୋବାଇ ଦେବା ପରେ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ବନ୍ତଳା ରେଞ୍ଜ ଅନ୍ତର୍ଗତ ବାଲୁକାଟା ଗ୍ରାମର ପଥରଗଡ଼ା ସାହି ନିକଟରେ ଏହି ଘଟଣା … Read More

ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି; ମୋବାଇଲ ଧରି ପ୍ରବେଶ କଲେ ଭକ୍ତ

Spread the love

Spread the loveପୁରୀ: ବାରମ୍ବାର ପୁରୀ ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି ଦେଖିବାକୁ ମିଳୁଛି । ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦବଜାର ପରିସରରେ ମୋବାଇଲ୍‌ରେ କଥା ହେଉଥିବା ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ କିପରି ଏତେ ସୁରକ୍ଷା ବଳୟକୁ ଭେଦ … Read More

‘ରକେଟ୍-କମ୍-ମିସାଇଲ୍ ଫୋର୍ସ’ ଗଠନ କରିବାକୁ ଚାହୁଛି ଭାରତ

Spread the love

Spread the loveନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂର ଏବଂ ୟୁକ୍ରେନ୍ ଓ ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏକ କ୍ଷେପଣାସ୍ତ୍ର ନବଜାଗରଣର ଆରମ୍ଭ କରିଛି। ଏହା ଅଣ-ଯୋଗାଯୋଗ ଯୁଦ୍ଧର ଯୁଗ ଏବଂ ଭାରତ ବର୍ତ୍ତମାନ ଏକ ‘ରକେଟ୍-କମ୍-ମିସାଇଲ୍ ଫୋର୍ସ’ ଗଠନ କରିବାକୁ ଚାହୁଛି। ସୀମାରେ ପାକିସ୍ତାନ … Read More

ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ, ଜାଣନ୍ତୁ ଲକ୍ଷଣ

Spread the love

Spread the loveନୂଆଦିଲ୍ଲୀ: ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ୍‌ । ପଶ୍ଚିମବଙ୍ଗରୁ ନମୁନା ପଠାଯିବା ପରେ ପୁନେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜି ନିପା ଭାଇରସକୁ ଚିହ୍ନଟ କରିଛି। ଏହି ଭାଇରସ ମାରାତ୍ମକ, ଏବଂ ଲକ୍ଷଣ ଦେଖାଦେଲେ, ଜଣେ ବ୍ୟକ୍ତିଙ୍କୁ … Read More

ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Spread the love

Spread the love ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଛନ୍ତି। କେନ୍ଦ୍ରମନ୍ତ୍ରୀ ଏଲ୍. ମୁରୁଗନଙ୍କ ଦିଲ୍ଲୀ ଘରେ ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏପରିକି କିଛି ଗାଈ ମାନଙ୍କୁ ଖାଇବାକୁ ମଧ୍ୟ ଦେଇଛନ୍ତି। … Read More

ହବିବି ନଗରରେ ବିସ୍ଫୋରଣ, ଗୋଟିଏ ପରିବାରର ୩ ମୃତ, ୨ ଆହତ

Spread the love

Spread the loveଝାଡ଼ଖଣ୍ଡ : ଝାଡ଼ଖଣ୍ଡର ହଜାରିବାଗ ଜିଲ୍ଲାର ହବିବି ନଗରରେ ବିସ୍ଫୋରଣ ଯୋଗୁଁ ପରିବାରର ୩ ଜଣଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ମଧ୍ୟରେ ଜଣେ ସ୍ବାମୀ ସ୍ତ୍ରୀ ଏବଂ ଜଣେ ପିଲା ରହିଛି । ବିସ୍ଫୋରଣରେ ୨ ଜଣ ଲୋକ … Read More

ଭୁଲ ଇଞ୍ଜେକସନ ଦେଇ ୫୦୦ କୁକୁରଙ୍କୁ ହତ୍ୟା

Spread the love

Spread the loveହାଇଦ୍ରାବାଦ : ଅମାନବୀୟ, ହୃଦୟବିଦାରକ, ଅବିଶ୍ବସନୀୟ । ବୁଲାକୁକୁରଙ୍କୁ ଭୁଲ ଇଞ୍ଜେକସନ ଦେଇ ମାରିଦେଲେ । ପ୍ରାଣଘାତୀ ଇଞ୍ଜେକସନରେ ୫ଶହ କୁକୁରଙ୍କ ମୃତ୍ୟୁ ହୋଇଛି । ବୁଲା କୁକୁରଙ୍କ ଠାରୁ ରକ୍ଷା ପାଇବା ପାଇଁ ଏଭଳି ନୃଶଂସ ପଦକ୍ଷେପକୁ ନେଇ … Read More

ଭାରତୀୟଙ୍କୁ ଇରାନ ଛାଡିବାକୁ ପରାମର୍ଶ, ଭାରତୀୟ ଦୂତାବାସ ତରଫରୁ ଆଡଭାଇଜରୀ ଜାରି

Spread the love

Spread the loveଇରାନ : ଇରାନରେ ପରିସ୍ଥିତି ବିଗିଡ଼ିବାରେ ଲାଗିଛି । ଇରାନରେ ବିରେଶଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଭାରତ ସରକାର ନିଜ ନାଗରିକ ପାଇଁ ଆଡଭାଇଜରୀ ଜାରି କରିଛି । ବିଦେଶ ମନ୍ତ୍ରଣାଳୟ ନିଜ ଆଡଭାଇଜରୀରେ କହିଛି କି, ଇରାନରେ … Read More

ଗଙ୍ଗାସାଗର ମେଳା, ପୂଣ୍ୟ ବୁଡ ପକାଇଲେ ୬୦ ଲକ୍ଷ ଶ୍ରଦ୍ଧାଳୁ

Spread the love

Spread the loveକୋଲକାତା: ସମସ୍ତ ତୀର୍ଥ ସ୍ଥାନ ଦର୍ଶନ କଲେ ଯାହା ପୁଣ୍ୟ ମିଳେ ଗଙ୍ଗା ସାଗରରେ ଥରେ ମାତ୍ର ବୁଡ ପକାଇଲେ ସମାନ ପୁଣ୍ୟ ମିଳିଥାଏ । ପୂଣ୍ୟ ତୀର୍ଥ ସ୍ଥାନ ଗଙ୍ଗାସାଗରରେ ମକର ସଂକ୍ରାନ୍ତି ଦିନ ଆଜି ୧ଟା … Read More

ଟ୍ରେନ ଉପରେ ଖସିପଡିଲା କ୍ରେନ, ୨୨ ମୃତ

Spread the love

Spread the loveବ୍ୟାଙ୍କକ : ଥାଇଲାଣ୍ଡରେ ଉତ୍ତର-ପୂର୍ବ ଅଞ୍ଚଳରେ ଭୟଙ୍କର ଟ୍ରେନ ଦୁର୍ଘଟଣା । ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକରେ ଭୟଙ୍କର ଟ୍ରେନ ଦୁର୍ଘଟଣାରେ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ୩୦ ରୁ ଅଧିକ ଆହତ ହୋଇଛନ୍ତି । ଘଟଣାରେ ଆଉ … Read More