ଅଶୋକ ସ୍ତମ୍ଭକୁ ଘେରି ରହିଥିବା ହୋର୍ଡିଂ ହଟାଇଲା ବିଏମସି

Spread the love

Spread the loveଭୁବନେଶ୍ୱର: ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶାର ରାଜଧାନୀ କଟକ ରୋଡ୍-ସତ୍ୟନଗର ଓଭରବ୍ରିଜ୍ ଜଙ୍କସନ୍‌ରେ ନୂତନ ବର୍ଷର ଶୁଭେଚ୍ଛା ଲେଖାଥିବା ଅନେକ ରାଜନୈତିକ ହୋର୍ଡିଂକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ହଟାଇ ଦେଇଛି। ଏହି ହୋର୍ଡିଂଗୁଡ଼ିକ ଭାରତର ଜାତୀୟ ପ୍ରତୀକ … Read More

ବରିଷ୍ଠ ଆଇଏଏସଙ୍କୁ ନୂଆ ଦାୟିତ୍ୱ: ଦେଓରଞ୍ଜନ ସିଂହ ଉନ୍ନୟନ କମିଶନର, ରାଜେଶ ପ୍ରଭାକର ପାଟିଲ ଏସଆରସି

Spread the love

Spread the loveଭୁବନେଶ୍ୱର: ନୂଆବର୍ଷର ପ୍ରଥମ ଦିନରେ ହିଁ ସରକାର ବରିଷ୍ଠ ପ୍ରଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି । ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ହେବା ପରେ ଉନ୍ନୟନ କମିଶନର ଭାବେ ୧୯୯୩ ବ୍ୟାଚର ବରିଷ୍ଠ ପ୍ରଶାସକ ଦେଓରଞ୍ଜନ କୁମାର … Read More

ଫେବୃଆରୀରୁ ବଢିବ ସିଗାରେଟ ଓ ତମାଖୁ ଦର, ତମାଖୁ ଉତ୍ପାଦ ଶୁଳ୍କରେ ବଡ଼ ସଂଶୋଧନ

Spread the love

Spread the loveନୂଆଦିଲ୍ଲୀ: ଦେଶରେ ଫେବୃଆରୀରୁ ବଢିବ ସିଗାରେଟ ଓ ତମାଖୁ ଉତ୍ପାଦ ଦର । ଅର୍ଥ ମନ୍ତ୍ରଣାଳୟ ସିଗାରେଟ୍ ଏବଂ ତମାଖୁ ଉତ୍ପାଦ ଉତ୍ପାଦ ଶୁଳ୍କରେ ଏକ ବଡ଼ ସଂଶୋଧନ କରିଛନ୍ତି । ଏହି ସଂଶୋଧନ ଆସନ୍ତା ଫେବୃଆରୀ ଆରମ୍ଭରୁ ଲାଗୁ … Read More

ପୁଞ୍ଛରେ ପାକିସ୍ତାନୀ ଡ୍ରୋନ, ସେନାର ସର୍ଚ୍ଚ ଅପରେସନ ଜାରି

Spread the love

Spread the loveଜମ୍ମୁ କଶ୍ମୀର : ସମଗ୍ର ଦୁନିଆ ନୂଆବର୍ଷ ପାଳନ କରୁଥିବା ବେଳେ ପାକିସ୍ତାନ କିନ୍ତୁ ସୁଧୁରୁନି । ନୂଆବର୍ଷ ଅବସରରେ ଜମ୍ମୁ କଶ୍ମୀରର ପୁଞ୍ଛରେ ପାକିସ୍ତାନୀ ଡ୍ରୋନ ଦେଖିବାକୁ ମିଳିଛି । ଡ୍ରୋନ୍ ଦେଖିବା ପରେ ସେନା ପକ୍ଷରୁ ସର୍ଚ୍ଚ … Read More

ଦେଶବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Spread the love

Spread the loveନୂଆଦିଲ୍ଲୀ : ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ … Read More

ରାହୁଲଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଏହାକୁ ହିନ୍ଦୁ ଧର୍ମର ଅପମାନ କହିଲା ବିଜେପି

Spread the love

Spread the loveନୂଆଦିଲ୍ଲୀ: କଂଗ୍ରସେ ନେତା ରାହୁଲ ଗାନ୍ଧୀଙ୍କୁ କରାଯାଉଛି ଭଗବାନ ରାମଙ୍କ ସହ ତୁଳନା। ଯାହାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ମହାରାଷ୍ଟ୍ର କଂଗ୍ରେସ ନେତା ନାନା ପଟୋଲେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଭଗବାନ … Read More

BSNL ଲଞ୍ଚ କଲା ୱାଇଫାଇ କଲିଂ ସର୍ଭିସ୍

Spread the love

Spread the loveନୂଆଦିଲ୍ଲୀ: ଗ୍ରାହକଙ୍କ ପାଇଁ ଖୁସିଖବର। ନୂଆବର୍ଷରେ BSNLର ନୂଆ ଅଫର୍। ସାରା ଦେଶରେ ଲଞ୍ଚ କଲା ୱାଇଫାଇ କଲିଂ ସର୍ଭିସ୍। ଏହି ଉନ୍ନତ ସେବା ଏବେ ଦେଶର ସମସ୍ତ ଦୂରସଞ୍ଚାର ସର୍କଲର ସବୁ ବିଏସଏନଏଲ ଗ୍ରାହକଙ୍କ ପାଇଁ ଉପଲବ୍ଧ … Read More

ସ୍ବିଜରଲ୍ୟାଣ୍ଡ ବାର୍ ବିସ୍ଫୋରଣରେ ୪୦ ମୃତ

Spread the love

Spread the loveନୂଆଦିଲ୍ଲୀ: ମନେ ପକାଇଦେଲା ଗୋଆ ନାଇଟ୍ କ୍ଲବ୍ ବିସ୍ଫୋରଣ। ନୂଆ ବର୍ଷ ପାଳନ କରିବା ହେଲା କାଳ। ସ୍ୱିଜରଲ୍ୟାଣ୍ଡରେ ନୂଆବର୍ଷ ପାଳନ କରୁଥିବା ବେଳେ ଏକ ବାର୍‌ରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୪୦ଜଣଙ୍କ ମୃତ୍ୟୁ ହୋଇଥିବା … Read More

ବିମାନ ଉଡ଼ାଣ ପୂର୍ବରୁ ମଦ୍ୟପାନ କରି ଧରାପଡିଲେ ପାଇଲଟ୍

Spread the love

Spread the loveନୂଆଦିଲ୍ଲୀ:କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଥିଲା। ଡିସେମ୍ବର ୨୩, ୨୦୨୫ରେ ଭାନକୁଭରରୁ ଦିଲ୍ଲୀ ଯିବାକୁ ଥିବା ଏୟାର ଇଣ୍ଡିଆ ପାଇଲଟଙ୍କ ପାଟିରୁ ମଦ ଗନ୍ଧ ଆସିବାରୁ ତାଙ୍କୁ ହେପାଜତକୁ ନିଆଯାଇଥିଲା। … Read More

ଦଳରୁ ଇସ୍ତଫା ଦେଉଛନ୍ତି ଜଣେ ପରେ ଜଣେ ନେତା, ଚିନ୍ତାରେ ୟୁନୁସ ସରକାର

Spread the love

Spread the loveନୂଆଦିଲ୍ଲୀ: ବାଂଲାଦେଶରେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ମଧ୍ୟବର୍ତ୍ତୀକାଳୀନ ସରକାର ଭିତରେ ସବୁକିଛି ଠିକ୍ ନାହିଁ। ଗୋଟିଏ ସପ୍ତାହ ମଧ୍ୟରେ ସରକାର ଦ୍ୱିତୀୟ ଥର ପାଇଁ ବଡ଼ ଝଟକା ଭୋଗିଛି। ସ୍ୱାସ୍ଥ୍ୟ ପରାମର୍ଶଦାତା ସୟଦୁର ରହମାନ … Read More