ଘନ କୁହୁଡି ପାଇଁ ବିମାନ ସେବା ପ୍ରଭାବିତ, ୫ ବିମାନର ଦିଗ ପରିବର୍ତ୍ତନ
Spread the loveଭୁବନେଶ୍ୱର: ନୂଆ ବର୍ଷର ପ୍ରଥମ ଦିନରେ ଘନ କୁହୁଡ଼ିରେ ଘୋଡ଼ାଇ ହୋଇପଡିଥିଲା ରାଜଧାନୀ। ଯାହା ଫଳରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଆଉ ଏଥିପାଇଁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। … Read More
