ବିକ୍ରି ହେଲା ପାକିସ୍ତାନର ଏୟାରଲାଇନ୍ସ

Spread the love

Spread the loveଇସଲାମାବାଦ: ବାରମ୍ବାର ବଦନାମ ହେଉଛି ପାକିସ୍ତାନ । ସବୁବେଳେ ଆତଙ୍କୀ କାର୍ଯ୍ୟକଳାପକୁ ନେଇ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ପୁଣି ଥରେ ଏବେ ନିଜ କାଙ୍ଗାଳପଣକୁ ନେଇ ଚର୍ଚ୍ଚାରେ ରହିଛି । କୁହାଯାଉଛି ବିଦେଶକୁ ଭିକାରୀ ପଠେଇ ପଠେଇ ନିଜେ … Read More

ଗାଁର ଜନସଂଖ୍ୟା ୧,୩୯୪, ତିନି ମାସରେ ଜନ୍ମ ନେଲେ ୨୭,୩୯୭ ପିଲା, ଯାଞ୍ଚ ଲାଗି ଗଠନ ହେଲା SIT

Spread the love

Spread the loveମୁମ୍ବାଇ ୨୪।୧୨: ମହାରାଷ୍ଟ୍ର ୟବତମାଲ ଜିଲ୍ଲା ସେନ୍ଦୁରସାନୀ ଗାଁ ମିଛ ଜନ୍ମ ପଞ୍ଜିକରଣ ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯାଞ୍ଚ ଦଳ (ଏସଆଇଟି) ଗଠନ କରିଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି ସେନ୍ଦୁରସାନୀ ଗାଁର ମୋଟ ଜନସଂଖ୍ୟା … Read More

ଭାରତ ମାଟିରୁ ମହାକାଶକୁ ସବୁଠୁ ଓଜନିଆ ସାଟେଲାଇଟ୍ : ବ୍ଲୁବାର୍ଡ ବ୍ଲକ-୨

Spread the love

Spread the loveନୂଆଦିଲ୍ଲୀ: ଭାରତ ପାଇଁ ଏକ ଐତିହାସିକ ଦିନ । ଯୋଗାଯୋଗ କ୍ଷେତ୍ରରେ ଯୋଡ଼ି ହେଲା ଏକ ନୂଆ ଫର୍ଦ୍ଦ। ଟେଲି କମ୍ୟୁନିକେସନ କ୍ଷେତ୍ରରେ ଇସ୍ରୋ ରଚିଲା ଇତିହାସ । ଭାରତ ମାଟିରୁ ମହାକାଶକୁ ସବୁଠୁ ଓଜନିଆ ସାଟେଲାଇଟ୍ ଯିବା … Read More

ଠାକରେ ଭ୍ରାତାଙ୍କୁ ଏକାଠି କଲା BMC ନିର୍ବାଚନ, ମେଣ୍ଟ ଘୋଷଣା କଲେ ଶିବସେନା(ୟୁବିଟି) ଓ ଏମଏନଏସ୍

Spread the love

Spread the loveଶିବତୀର୍ଥ ୨୪।୧୨: ମହାରାଷ୍ଟ୍ରରେ ବାଲାସାହେବ ଠାକରେଙ୍କ ଶିବସେନା ପୁଣି ଥରେ ମଜଭୁତ ହେବାକୁ ଯାଉଛି। ବାଲ ଠାକରେଙ୍କ ଉତ୍ତରାଧିକାରୀ ତାଙ୍କ ପୁଅ ଉଦ୍ଧବ ଠାକରେ ଓ ପୁତୁରା ରାଜ ଠାକରେ ପାଖାପାଖି ୨୦ ବର୍ଷ ପରେ ପୁଣି ଏକାଠି ହୋଇଛନ୍ତି। … Read More

ବିଜେଡିକୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ : ମହାନଦୀ ବିବାଦରେ ପୂର୍ବ ସରକାର କରିପାରିଲେନି, ଆମେ ଚେଷ୍ଟା କରୁଛି

Spread the love

Spread the loveଭୁବନେଶ୍ୱର ୨୪।୧୨ : ମହାନଦୀ ବିବାଦ ନେଇ ବିଜେଡିକୁ ଟାର୍ଗେଟ କଲେ ଆଇନମନ୍ତ୍ରୀ । ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ମହାନଦୀ ପ୍ରସଙ୍ଗରେ ଆପୋଷ ସମାଧାନ ପାଇଁ ସରକାର … Read More

କଟକରେ ହେବନି ବାମସେଫ୍‌ର ଅଧିବେଶନ, କାହିଁକି ମନା କଲେ ହାଇକୋର୍ଟ

Spread the love

Spread the loveକଟକ୨୪/୧୨: ବାଲିଯାତ୍ରା ପଡିଆରେ ହେବାକୁ ଥିବା ବାମସେଫ ସଂଗଠନର ରାଷ୍ଟ୍ରୀୟ ଅଧିବେଶନ ଆୟୋଜନକୁ ଅଦାଲତି ଝଟ୍‌କା । କଟକ ଜିଲ୍ଲାପାଳ ଓ ଡିସିପିଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇବାକୁ ମନା କଲେ ହାଇକୋର୍ଟ ।ଏଭଳି ସମାବେଶ ଦ୍ବାରା ସାମାଜିକ … Read More

ରାଜା ଚକ୍ରର ସାମ୍ରାଜ୍ୟ ଉପରେ ପୁଣି EOW ର ଚଢାଉ, କୋଟିଏ ଟଙ୍କାର ରେଞ୍ଜ ରୋଭର ଜବତ

Spread the love

Spread the loveଭୁବନେଶ୍ଵର: ରାଜା ଚକ୍ରର ସାମ୍ରାଜ୍ୟ ଉପରେ ପୁଣି EOW ର ଚଢାଉ। ଏହି ସମୟରେ ରାଜଧାନୀରୁ ଦାମୀ ଗାଡି ଜବତ କରିଛି ଏଜେନ୍ସି। ଏକ କୋଟିରୁ ଉର୍ଦ୍ଧ ଟଙ୍କାର ରେଞ୍ଜ ରୋଭର ଜବତ ହୋଇଛି। ଏହା ପୂର୍ବରୁ ୫୫ … Read More

୧୧ ଟି ନିବେଶ ପ୍ରସ୍ତାବକୁ ମଞ୍ଜୁର, ସୃଷ୍ଟି ହେବ ୭,୪୦୦ରୁ ଅଧିକ ନିଯୁକ୍ତି

Spread the love

Spread the loveଭୁବନେଶ୍ଵର: ରାଜ୍ୟ ସରକାର ସିଙ୍ଗିଲ ଉଇଣ୍ଡୋ କ୍ଳିଅରାନ୍ସ ଦ୍ୱାରା ୧,୩୩୩ କୋଟି ନିବେଶକୁ ଅନୁମୋଦନ କରିଛନ୍ତି। ଏହା ଦ୍ଵାରା ୭,୪୦୦ ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ | ସାତଟି ଜିଲ୍ଲାକୁ ଅନ୍ତର୍ଭୁକ୍ତ କରି ୧୧ ଟି ନିବେଶ … Read More

ରାଜ୍ୟ ସରକାରଙ୍କ ବଡ଼ ଯୋଜନା, ୬୪୫ କିଲୋମିଟରର ଦୀର୍ଘ ୩ଟି ରିଙ୍ଗ୍ ରୋଡ୍ ହେବ ନିର୍ମାଣ

Spread the love

Spread the loveଭୁବନେଶ୍ଵର: ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ … Read More

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ, ୪ ସ୍ଥାନରେ ଚଢ଼ଉ

Spread the love

Spread the loveସମ୍ବଲପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ସେଟେଲମେଣ୍ଟ (ବନ୍ଦୋବସ୍ତ) ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ(SRA)ବାସୁଦେବ ଭୋଇଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଛି। ଏନେଇ ତାଙ୍କର ଚାରୋଟି ସମ୍ପତ୍ତି ଥିବା ସ୍ଥାନରେ ଓଡ଼ିଶା ଭିଜିଲାନ୍ସ … Read More