ବିଶ୍ବବିଦ୍ୟାଳୟରୁ ମହାବିଦ୍ୟାଳୟକୁ ପ୍ରତ୍ୟାବର୍ତ୍ତନ କଲେ ୬୧ ଅଧ୍ୟାପକ
Spread the love ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ୬୧ ଓଡ଼ିଶା ଶିକ୍ଷା ସେବା(କଲେଜ ଶାଖା) ଅଧିକାରୀଙ୍କ ପ୍ରତ୍ୟାବର୍ତ୍ତନ କରାଯାଇଛି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟକୁ ଉନ୍ନୀତ ହୋଇଥିବା ଅଧ୍ୟାପକଙ୍କ ପ୍ରତ୍ୟାବର୍ତ୍ତନ ନିଷ୍ପତ୍ତି ନିଆଯାଇଛି। ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। … Read More
