ରାଜଧାନୀ ଏକ୍ସପ୍ରେସ୍ ଧକ୍କାରେ ୮ ହାତୀ ମୃତ

Spread the love

Spread the loveହୋଜାଇ : ୮ଟା ହାତୀକୁ ଧକ୍କା ଦେଇ  ଲାଇନଚ୍ୟୁତ ହେଲା ରାଜଧାନୀ ଏକ୍ସପ୍ରେସ । ବିଳମ୍ବିତ ରାତିରେ   ଆସାମର ହୋଜାଇ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି । ସାଇରାଙ୍ଗ-ନୂଆଦିଲ୍ଲୀ ଏକ୍ସପ୍ରେସର ୫ଟି କୋଚ୍  ଓ ଇଂଜିନ ଲାଇନଚ୍ୟୁତ ହୋଇଛି । … Read More

ସିରିଆରେ ISIS ଉପରେ ଆମେରିକାର ଆକ୍ରମଣ

Spread the love

Spread the loveଆମେରିକା : ସିରିଆରେ ବର୍ଷିଲା ନିଆଁ, ଥରିଲା ISIS । ସିରିଆରେ ISIS ଉପରେ ଆମେରିକାର ଭୟଙ୍କର ଆକ୍ରମଣ । ଧ୍ବଂସ ହୋଇଛି ୭୦ରୁ ଅଧିକ ISIS ଆଡ୍ଡା । ଗତକାଲି ରାତିରେ ସିରିଆର ISIS ଆତଙ୍କବାଦୀଙ୍କ ବିରୋଧରେ ବଡ଼ … Read More

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଆଉ ମିଳିବନି ପେଟ୍ରୋଲ, ଡିଜେଲ

Spread the love

Spread the loveଭୁବନେଶ୍ବର: ଏଣିକି ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ପେଟ୍ରୋଲ ପମ୍ପରେ ମିଳିବନି ପେଟ୍ରୋଲ, ଡିଜେଲ। ଗାଡ଼ିରେ ତେଳ ପକାଇବା ପୂର୍ବରୁ ଦେଖାଇବାକୁ ପଡ଼ିବ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର(ପିୟୁସିସି)। ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା ପକ୍ଷରୁ ଏ ସମ୍ପର୍କରେ ତୈଳ କମ୍ପାନୀଗୁଡ଼ିକୁ … Read More

ନକଲି ଲଟେରୀ ଟିକେଟ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକେଇ: ୨୫ ଲକ୍ଷ ଜବତ, ୪ ଗିରଫ

Spread the love

Spread the loveରାଉରକେଲା : ୬ ଟଙ୍କା ଓ ୧୦ ଟଙ୍କାରେ ଲଟେରୀ ଟିକେଟ। ଟିକଟ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକେଇ। ଶେଷରେ ପୁଲିସ ହାବୁଡ଼ରେ ପଡ଼ିଛନ୍ତି ଠକ ଦଳ। ଜନସାଧାରଣଙ୍କୁ ନକଲି ଲଟେରୀ ଟିକଟ ବିକ୍ରି କରିଥିବା ୪ … Read More

ମାଓବାଦୀଙ୍କୁ ଧରାଇ ଦେଲେ ମିଳିବ ପୁରସ୍କାର; ୧୮ ମାଓବାଦୀଙ୍କ ପାଇଁ ୮.୪ କୋଟି

Spread the love

Spread the loveଭୁବନେଶ୍ବର: ୧୮ ମାଓବାଦୀଙ୍କ ପାଇଁ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ବୌଦ୍ଧ ପୁଲିସ। ଯେଉଁମାନେ ଏହି ମାଓବାଦୀମାନଙ୍କୁ ଧରାଇ ଦେବେ ସେମାନଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ବୌଦ୍ଧ ଜିଲା ପୁଲିସ ପକ୍ଷରୁ … Read More

ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ

Spread the love

Spread the loveଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ ଗର୍ଜିଲା ଯୁବ କଂଗ୍ରେସ । ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ ଓ ଅଣ୍ଡାମାଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ପୁଲିସ ସେମାନଙ୍କୁ ଅଟକାଇବାରୁ କଂଗ୍ରେସ କର୍ମୀ … Read More

ଉଚ୍ଛେଦ ବେଳେ ଉତ୍ତେଜନା, ଉଠା ଦୋକାନୀ-ପୋଲିସ ମୁଁହାମୁହିଁ

Spread the love

Spread the love ପୁରୀ : ପୁରୀ ବଡ଼ ଦାଣ୍ଡରେ ଉଠା ଦୋକାନୀଙ୍କୁ ଉଚ୍ଛେଦ ବେଳେ ଉତ୍ତେଜନା  l  ଟ୍ରାଫିକ ବ୍ୟବସ୍ଥାକୁ ସୁପରିଚାଳନା କରିବା ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବଡ଼ ଶଙ୍ଖ ପରିବା ଓ ଫଳ ମାର୍କେଟ ଉଚ୍ଛେଦ  କରାଯାଉଥିବା ବେଳେ … Read More

ଯୁବକଙ୍କୁ ପିଟିପିଟି ହତ୍ୟା

Spread the love

Spread the loveସାଲେପୁର : ବାହା ହେବାକୁ ଡାକିନେଲେ ପିଟିପିଟି ମାରିଦେଲେ । ଏଭଳି ଅଭିଯୋଗ ଆଣିଛନ୍ତି ଜଣେ ମା’ । ମୋ ପୁଅକୁ ପିଟି ପିଟି ମାରିଦେଲେ । ଗୋଟିଏ ବୋଲି ପୁଅ ମୋର ଚାଲିଗଲା । ମୋ ପୁଅକୁ ଯେମିତି … Read More

ଯୌତୁକ ପାଇଁ ବଧୂ ହତ୍ୟା !

Spread the love

Spread the loveସାଲେପୁର: ଏଇ ବର୍ଷେ ତଳେ ଝିଅ ପ୍ରେମ ବିବାହ କରିଥିଲା । କିନ୍ତୁ ଏବେ ତା ମରଶରୀର ପଡ଼ିଛି । ଝିଅକୁ ଯୌତୁକ ଆଣ କହି ଶାଶୁଘର ଲୋକେ ଧମକ ଦେଉଥିଲେ ।  ଝିଅକୁ ମାନସିକ ଓ ଶାରିରୀକ ନିର୍ଯ୍ୟାତନା … Read More

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

Spread the love

Spread the love ଜଗତସିଂହପୁର : ରେଞ୍ଜରଙ୍କ ଘରେ ଭିଜିଲାନସ ରେଡ୍ ।  ଏକାସଙ୍ଗେ ୫ଟି ସ୍ଥାନରେ ରେଡ୍। ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ।  ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ଓ … Read More