କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ, ଝରକା ଭାଙ୍ଗି ରୋଗୀଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ

Spread the love

Spread the loveଗୁଜରାଟ : ଗୁଜରାଟର ଭାବନଗର କାଲ ନାଲା ଅଞ୍ଚଳର ଏକ କମ୍ପ୍ଲେକ୍ସରେ ଆଜି ସକାଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ବେସମେଣ୍ଟରୁ ଆରମ୍ଭ ହୋଇଥିବା ନିଆଁ ଶୀଘ୍ର କୋଠା ସାରା ବ୍ୟାପି ଯାଇଥିଲା । କୋଠାରେ ଅନେକ ହସ୍ପିଟାଲ ରହିଛି … Read More

ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ, ସର୍ଚ୍ଚ ଅପରେସନ୍ ଆରମ୍ଭ

Spread the love

Spread the loveନୂଆଦିଲ୍ଲୀ : ପୁଣି ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ ମିଳିଛି । ଦିଲ୍ଲୀର ଏହି ୨ଟି ରାମଜସ କଲେଜ ଏବଂ ଦେଶ ବନ୍ଧୁ କଲେଜକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଯାହା ଇ-ମେଲ୍ ଦ୍ବାରା ମିଳିଥିବା ସୂଚନା … Read More

ଦିଲ୍ଲୀ MCD ନିର୍ବାଚନ: ୨ଟି ଆସନରେ ହାରିଲା ବିଜେପି

Spread the love

Spread the loveନୂଆଦିଲ୍ଲୀ : ଦିଲ୍ଲୀ ନଗର ନିଗମ(MCD)ର ୧୨ ଟି ୱାର୍ଡର ଉପନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି । ଯେଉଁଥିରେ ଭାରତୀୟ ଜନତା ପାର୍ଟି(BJP) ୭ଟି ଏବଂ ଆମ୍ ଆଦାନୀ ପାର୍ଟି(AAP) ୩ଟି ସିଟ୍ ହାସଲ କରିବାରେ ସଫଳ ହୋଇଛି । … Read More

ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା

Spread the love

Spread the loveନୂଆଦିଲ୍ଲୀ: ଖସୁଛି ଟଙ୍କାର ମୂଲ୍ୟ । ଶକ୍ତିଶାଳୀ ହେଉଛି ଡଲାର । ଆମେରିକା ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ ରେକର୍ଡ଼ ସ୍ତରରେ ହ୍ରାସ । ୯୦ ଟଙ୍କା ପାର କଲା ଗୋଟିଏ ଡଲାର । ଅକ୍ଟୋବରରେ ଟ୍ରେଡ୍ ଡେଫିସିଟ୍ … Read More

ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ୫ ମାଓବାଦୀ ନିହତ, ଜଣେ ଯବାନ ସହିଦ

Spread the love

Spread the love ମାଲକାନଗିରି: ମାଲକାନଗିରି- ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷା କର୍ମୀଙ୍କ ଗୁଳିରେ ୫ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାରେ ଜଣେ ଯବାନ … Read More

ଯୁବକଙ୍କୁ ମାରି ଫିଙ୍ଗିଦେଲେ ମାଓବାଦୀ !

Spread the love

Spread the love ଦଶପଲ୍ଲା: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ କ୍ଷତାକ୍ତ ଅବସ୍ଥାରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ନିକଟରେ ଏକ … Read More

ଆଜିଠୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନାମ ପଞ୍ଜୀକରଣ

Spread the love

Spread the loveକଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୬- ୨୭ ଶିକ୍ଷାବର୍ଷ ନିମନ୍ତେ ହାଇସ୍କୁଲ ସାର୍ଟିଫିକେଟ (ମାଟ୍ରିକ) ପରୀକ୍ଷା ଦେବା ପାଇଁ ଚଳିତ ବର୍ଷ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ପଞ୍ଜୀକରଣ ଡିସେମ୍ବର ୩ ତାରିଖରୁ … Read More

ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଚାଲିବ ଯୁକ୍ତ ଦୁଇ ପରୀକ୍ଷା

Spread the love

Spread the loveଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ସୂଚୀ ଘୋଷଣା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା ।  ଡିସେମ୍ବର ୧୫ରୁ ମିଳିବ ଆଡମିଟ କାର୍ଡ ।  ଜାନୁଆରୀ ୨ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା ।  … Read More

ଡ୍ରେନରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର

Spread the love

Spread the loveସମ୍ବଲପୁର:  ସମ୍ବଲପୁରରେ ନାବାଳିକାଙ୍କ ମୃତଦେହ ଉଦ୍ଧାର ।  ଅଇଁଠାପାଲି ଥାନା ଶାନ୍ତି ନଗରରେ ଡ୍ରେନରୁ ଜଣେ ନାବାଳିକାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି ।  ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପୋଲିସ ମେଡିକାଲକୁ ପଠାଇଛି  ।  ସେପଟେ ପୋଲିସ ଘଟଣାର … Read More

ଆସନ୍ତା ୩୧ ଯାଏ ଜାରି ରହିବ e-KYC ପ୍ରକ୍ରିୟା, ୩୩୧୨୮ ଅଯୋଗ୍ୟ ରାସନକାର୍ଡ ବାତିଲ

Spread the love

Spread the loveଭୁବନେଶ୍ବର: ୩୧ ତାରିଖ ଯାଏ e-KYC ପ୍ରକ୍ରିୟା । ରାସନକାର୍ଡ e-KYC ଅବଧି ବାବଦରେ ଯୋଗାଣମନ୍ତ୍ରୀଙ୍କ ଲିଖିତ ଉତ୍ତର । ଆସନ୍ତା ୩୧ ତାରିଖ ଯାଏ ଜାରିରହିବ e-KYC ପ୍ରକ୍ରିୟା । e-KYC ପ୍ରକ୍ରିୟାରେ ୬ ଲକ୍ଷ ୮୩ ହଜାର … Read More