‘ଇମ୍ରାନ ଜୀବିତ ଅଛନ୍ତି ବୋଲି ପ୍ରମାଣ ଦିଅନ୍ତୁ ପାକିସ୍ତାନ ସରକାର’

Spread the love

Spread the loveପାକିସ୍ତାନ : ବାପା ଜୀବିତ ଅଛନ୍ତି ବୋଲି ପ୍ରମାଣ ଦିଅନ୍ତୁ ପାକିସ୍ତାନ ସରକାର । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପୁଅ କାଶିମ ଖାନ୍ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି ଏପରି ଅପିଲ କରିଛନ୍ତି । ଦୀର୍ଘ ୮୪୫ … Read More

ଶ୍ରୀଲଙ୍କାରେ ତାଣ୍ଡବ ରଚିଲା ଡିଟୱା, ୩୦୦ ମୃତ

Spread the love

Spread the loveଶ୍ରୀଲଙ୍କା : ଦୁଇ ଦେଶରେ ଧ୍ବଂସଲୀଳା କରୁଛି ଦୁଇ ବାତ୍ୟା । ଇଣ୍ଡୋନେସିଆକୁ ଛାରଖାର କରି ଦେଲାଣି ସେନୟାର । ଶ୍ରୀଲଙ୍କାକୁ ଶ୍ରୀହୀନ କରିଛି ବାତ୍ୟା ଡିଟୱା । ପ୍ରାୟ ୩୦୦ ଲୋକଙ୍କ ଜୀବନ ଗଲାଣି । ଇଣ୍ଡୋନେସିଆରେ ବନ୍ୟା … Read More

ରାସନକାର୍ଡ କଟିବା ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆଣି ସରକାରଙ୍କୁ ଘେରିଲା ବିଜେଡି

Spread the love

Spread the love ଭୁବନେଶ୍ୱର : ରାସନ କାର୍ଡ କଟିବା ପ୍ରସଙ୍ଗରେ ବିଧାନସଭା ସରଗରମ ।  ରାସନକାର୍ଡ ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆଣି ସରକାରଙ୍କୁ ଘେରିଛି ବିଜେଡି। ଦଳୀୟ ଭିତ୍ତିରେ ରାସନ କାର୍ଡ ବଣ୍ଟନ ହେଉଛି। ଏହାକୁ ଆଦୌ ବରଦାସ୍ତ କରାଯିବ ନାହିଁ … Read More

୩୪୦ ଚୋରି ମୋବାଇଲ ଜବତ କଲା ବ୍ରହ୍ମପୁର ପୋଲିସ, ୪ ଗିରଫ

Spread the love

Spread the love ବ୍ରହ୍ମପୁର :  ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନରୁ ଚୋରୀ ହୋଇଥିବା ବିପୁଳ ପରିମାଣ ର ଚୋରୀ ମୋବାଇଲ ବ୍ରହ୍ମପୁର ବଡ ବଜାର ଥାନା ପୋଲିସ ଜବତ କରିବା ସହ ରାଜ୍ୟ ଓ ରାଜ୍ୟ ବାହାରର ୪ ଲୁଟେରା … Read More

ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ: ଆଇନ ମନ୍ତ୍ରୀ

Spread the love

Spread the love ଭୁବନେଶ୍ୱର: ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବାକୁ ଯୋଜନା କରାଯାଇଛି। ସେହିପରି ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ … Read More

କ୍ୟାପିଟାଲ ହସ୍ପିଟାଲରୁ ସଫେଇ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଜବତ

Spread the love

Spread the loveଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରୁ ଶନିବାର ଏକ ଝୁଲନ୍ତା ମୃତଦେହ ଜବତ ହୋଇଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୁଲିସ ମୃତଦେହକୁ ଜବତ କରିଛି। ମୃତକ ଜଣ ଡାକ୍ତରଖାନାରେ ଜଣେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ବୋଲି ଜଣାପଡ଼ିଛି। ତାଙ୍କ … Read More

ନୂଆବର୍ଷରେ ନୂଆ ସୁଭଦ୍ରାଙ୍କୁ ମିଳିବ ଡବଲ୍‌ କିସ୍ତି

Spread the love

Spread the love ଭୁବନେଶ୍ୱର: ସରଜମିନ ତଦନ୍ତ ପରେ ସୁଭଦ୍ରାରେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଯୋଡ଼ି ହୋଇଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୃହରେ ତଥ୍ୟ ରଖିଛନ୍ତି । ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା … Read More

କଷିଆ ମୁହାଣରୁ ଡ଼ଲଫିନର ମୃତଦେହ ଉଦ୍ଧାର

Spread the love

Spread the love ବାସୁଦେବପୁର : ବାସୁଦେବପୁର କଷିଆ ସମୁଦ୍ର ମୁହାଣରୁ ବିରାଟକାୟ ଡଲଫିନ୍‌ର ମୃତଦେହ ଉଦ୍ଧାର ହୋଇଛି। ଡଲଫିନ୍‌ଟିର ଲମ୍ବ ୧୨ରୁ ୧୫ ଫୁଟ୍ ହୋଇଥିବା ଜଣାପଡିଛି। ଏବଂ ଏହାର ଓଜନ ୧ ଟନରୁ ଅଧିକ ହେବ। ମତ୍ସ୍ୟଜୀବୀମାନେ ଡଲଫିନଟିକୁ … Read More

ଆତ୍ମସମର୍ପଣ ନକଲେ ଏନ୍‌କାଉଣ୍ଟର: ବିଏସଏଫ ଆଇଜି

Spread the love

Spread the loveଭୁବନେଶ୍ୱର  : ଓଡ଼ିଶାରେ ଏବେ ଛୋଟଛୋଟ ଗ୍ରୁପ ହୋଇ ବୁଲୁଛନ୍ତି ମାଓବାଦୀ । ଆନ୍ଧ୍ର ଓ ଛତିଶଗଡ଼ ପଟୁ ମଧ୍ୟ ଓଡ଼ିଶାକୁ ମାଓବାଦୀ ପଶି ଆସୁଛନ୍ତି । ଏମାନଙ୍କ ଉପରେ ନଜର ଥିବା କହିଛନ୍ତି ବିଏସଏଫ ଆଇଜି । କେକେବିଏନ … Read More

ମଣ୍ଡିରେ ପଡ଼ିରହିଛି ଧାନ, ଚାଷୀ ଅସନ୍ତୁଷ୍ଟ

Spread the love

Spread the loveସମ୍ବଲପୁର : ମଣ୍ଡିରୁ ଉଠୁନି ଧାନ । ଦାନା ବାନ୍ଧୁଛି ଚାଷୀ ଆନ୍ଦୋଳନ । ସମ୍ବଲପୁରରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ମଣ୍ଡିକୁ ଉଠିପାରିଲାନି ଧାନ । ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । … Read More