ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି: ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

Spread the love

Spread the loveଭୁବନେଶ୍ବର: ଆଉ ଜବରଦଖଲକାରୀଙ୍କୁ ନିସ୍ତାର ନାହିଁ। ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ଭଦ୍ରକ ମହିଳା ମହାବିଦ୍ୟାଳୟରେ କେତେକ ଲୋକ ଜବରଦଖଲ … Read More

ପ୍ରବଳ ଥଣ୍ଡା : ଘୁ ଉଦୟଗିରିରେ ତାପାମାତ୍ରା ୫.୪ ଡିଗ୍ରି ରେକର୍ଡ

Spread the love

Spread the loveଜି ଉଦୟଗିରି : ଗୋଟିଏ ସପ୍ତାହର ବ୍ୟବଧାନ ‌ପରେ ପୁଣି ଥରେ ଶୀତ ଫେରିଛି। ବିଗତ ତିନି ଦିନ ହେଲା ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବଣ, ଜଙ୍ଗଲ ଓ ପାହାଡ଼ ଘେରା ଅଞ୍ଚଳରେ ଲୋକେ ଶୀତରେ ତ୍ରାହିତ୍ରାହି … Read More

ଗୃହରେ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ … Read More

କେନ୍ଦ୍ରୀୟ ବିଦ୍ୟାଳୟ ସାମ୍ନାରେ ବୋମାମାଡ: ତନାଘନା କରୁଛି ଏନଆଇଏ

Spread the love

Spread the loveଭୁବନେଶ୍ୱର : ଭୁବନେଶ୍ୱରର ଗାଡ଼କଣ ଅଞ୍ଚଳରେ ଅବସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ (KV-3) ର ଗେଟ୍ ନମ୍ବର ୩ ସମ୍ମୁଖରେ ଶୁକ୍ରବାର ସକାଳେ ୮ଟାରୁ ଆଖପାଖ ବୋମାମାଡ ହୋଇଛି, ଯାହା ସ୍କୁଲ କ୍ୟାମ୍ପସ ସମେତ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ … Read More

ମାଓ ନେତା ଚେତୁ ସମେତ ୧୦ ନକ୍ସଲଙ୍କ ଆତ୍ମସମର୍ପଣ

Spread the love

Spread the loveମାଲକାନଗିରି : ନକ୍ସଲ ସଂଗଠନ ଶେଷ ନିଶ୍ବାସ ନେଉଥିବା ବେଳେ ଜଂଗଲରେ ରହିଯାଇଥିବା ବାକି ସଦସ୍ୟ ଧୀରେଧୀରେ ନିଜନିଜ ରାଜ୍ୟର ପୁଲିସ ନିକଟରେ ଆତ୍ମସମର୍ପଣ କରୁଛନ୍ତି। ଏହି କ୍ରମରେ ଆଜି ଦୁର୍ଦ୍ଦାନ୍ତ ତଥା ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟିର … Read More

ରାଉରକେଲା ବାଏପାସ୍‌ ରାସ୍ତାର ଭାଗ୍ୟ ଫିଟିଲା, ଏନ୍‌ଏଚ୍‌-୩୨୦-ଡି’ ର କପରଣ୍ଡାରୁ ସୁଇଡିହିକୁ ସଂଯୋଗ କରିବ

Spread the love

Spread the loveରାଉରକେଲା: ଓଡ଼ିଶା ଓ ଝାଡ଼ଖଣ୍ଡର ଖଣିଜ ସମୃଦ୍ଧ ଅଞ୍ଚଳ ମଧ୍ୟରେ ଆର୍ଥିକ ସଂଯୋଗକୁ ବୃଦ୍ଧିକରିବା ଉଦ୍ଦେଶ୍ୟରେ ରାଉରକେଲା-ଜାମସେଦପୁର ମଧ୍ୟରେ ସଡ଼କ ନିର୍ମାଣ ହେବ। ଏହି ଜାତୀୟ ରାଜପଥ ୩୨୦-ଡି ଓଡ଼ିଶା ସୀମାନ୍ତ ଜରେଇକେଲା ଦେଇ ମନୋହରପୁର ଓ ଜାମସେଦପୁରକୁ … Read More

ଜଗତସିଂହପୁରସ୍ଥିତ ମା ଚର୍ଚ୍ଚିକା ମନ୍ଦିରରୁ ଲୁଟ୍ ଆଖି ଓ ହାର ଲୁଟିନେଲେ

Spread the love

Spread the loveଜଗତସିଂହପୁର: ଜଗତସିଂହପୁର ସହର ଚର୍ଚ୍ଚିକା ବଜାରସ୍ଥିତ ମା ଚର୍ଚ୍ଚିକାଙ୍କ ମନ୍ଦିରରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି | ଦୁର୍ବୃତ୍ତ ବିଗ୍ରହଙ୍କ ସୁନା ଆଖି, ହାର, ଚିତା ଆଦି ଲୁଟି ନେଇଛନ୍ତି | ଲୁଟ୍ ଅଳଙ୍କାରର ମୂଲ୍ୟ ୫ ଲକ୍ଷରୁ ଅଧିକ … Read More

ଇମ୍ରାନଙ୍କ ପୁରୁଣା ଲେଖା ପାଇଁ ଘଟଣା ନେଉଛି ଭିନ୍ନମୋଡ଼: ଜେଲ ପ୍ରଶାସନ

Spread the love

Spread the loveନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ କ୍ରିକେଟଜଗତର ଷ୍ଟାର ଥିବା ଇମ୍ରାନ ଖାନ ଗତ ଦୁଇ ବର୍ଷ ଧରି ଆଦିଆଲା ଜେଲରେ ବନ୍ଦୀ ଅଛନ୍ତି। ଗତଏକ ମାସ ହେବ ଇମ୍ରାନ ଖାନଙ୍କୁ ତାଙ୍କ ପରିବାର ସଦସ୍ୟଙ୍କ ସହ କୌଣସି … Read More

ନୀତୀଶଙ୍କ ଭେଟି, ୧୦ ଲକ୍ଷ ମହିଳାଙ୍କୁ ଦେଲେ ୧୦୦୦କୋଟି ଟଙ୍କା

Spread the love

Spread the loveପାଟନା: ବିହାରରେ ମହିଳାମାନଙ୍କୁ ଆର୍ଥିକ ରୂପରେ ସଶକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନେଇଛନ୍ତି ବଡ ପଦକ୍ଷେପ। ମୁଖ୍ୟମନ୍ତ୍ରୀ ମହିଳା ଯୋଜନା ମାଧ୍ୟମରେ ପାଖାପାଖି ୧୦ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଭାବରେ ୧୦ ହଜାର ଟଙ୍କା … Read More

ମହାମହିମ ପଢିଲେ କବିତା

Spread the love

Spread the loveଭୁବନେଶ୍ବର: ଓଡିଶାବିଧାନସଭା ପାଇଁ ଆଜି ଏକ ଐତିହାସିକ ମୁହୂର୍ତ୍ତ ଏବଂ ସ୍ମରଣୀୟ ଦିନ । ଯାହା କେବେ ଓଡିଶା ବିଧାନସଭା ଇତିହାସରେ ହେଇନଥିଲା ତାହା ଆଜି ହେଲା । ଓଡିଶାର ବିଧାନସଭାକୁ ସମ୍ବୋଧନ କଲେ ରାଷ୍ଟ୍ରପତି । ଉତ୍କଳ … Read More